ଆସୁଛି ଆଉ ଏକ ଲଘୁଚାପ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଆସନ୍ତା ୧୩ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଲଘୁଚାପ ଦକ୍ଷିଣ ଓଡ଼ିଶାରେ ପ୍ରଭାବ ପକାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

ସୂଚନାଥାଉ କି, ନିକଟରେ ଲଗାତାର ୩ଟି ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like