ଖୁବ ଶୀଘ୍ର ଦୂରଦର୍ଶନରେ ପୁନଃ ପ୍ରସାରଣ ହେବାକୁ ଯାଉଛି ଆଉ ଏକ ପୌରାଣିକ ଧାରାବାହିକ

ନୂଆଦିଲ୍ଲୀ: କରୋନା ଲକଡାଉନ ବେଳେ ଘରେ ବସି ବୋର୍‌ ହେଉଥିବା ଦର୍ଶକଙ୍କ ପାଇଁ ଡିଡି ନ୍ୟାଶନାଲ ଚାନେଲରେ ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପୁନଃ ପ୍ରସାରିତ ହୋଇଥିଲା। ଏପ୍ରିଲ ୧୮ରେ ଏହି ଶୋ’ ସମାପ୍ତ ହୋଇଥିଲା। ଏବେ ଉତ୍ତର ରାମାୟଣ ପୁନଃ ପ୍ରସାରିତ ହେଉଛି।

ଦୀର୍ଘ ବର୍ଷ ପରେ ଟିଭି ପରଦାରେ ମେଗା ଧାରାବାହିକ ‘ରାମାୟଣ’କୁ ଲୋକେ ବେଶ୍‌ ଉପଭୋଗ କରିଥିଲେ। ଏହାସହ ଟିଆରପି ମଧ୍ୟ ବେଶ୍‌ ଭଲ ଥିଲା।

ତେବେ ଦୂରଦର୍ଶନରେ ଆଉ ଏକ ପୌରାଣିକ ଧାରାବାହିକ ଖୁବ୍‌ ଶୀଘ୍ର ପୁନଃ ପ୍ରସାରଣ ହେବାକୁ ଯାଉଛି। ଏହି ଧାରାବାହିକର ନାଁ ‘ଶ୍ରୀ କୃଷ୍ଣ’। ଏନେଇ ଦୂରଦର୍ଶନ ପକ୍ଷରୁ ଟ୍ୱିଟ କରାଯାଇ ସୂଚନା ଦିଆଯାଇଛି।

ରାମାନନ୍ଦ ସାଗରଙ୍କ ନିର୍ଦ୍ଦେଶିତ ଓ ପ୍ରଯୋଜିତ ଏହି ଧାରାବାହିକ ଭଗବାନ ଶ୍ରୀ କୃଷ୍ଣଙ୍କ ଜୀବନୀ ଉପରେ ଆଧାରିତ।

ଆହୁରି ପଢ଼ନ୍ତୁ

ହର୍ଡ ଇମ୍ୟୁନିଟିଠୁ ବହୁ ଦୂରରେ ଭାରତ: ହର୍ଷବର୍ଦ୍ଧନ

NCB ରାଡାର୍‌ରେ ବଲିଉଡର୍ ୨୦ରୁ ଅଧିକ ଆଗଧାଡ଼ିର କଳାକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ପତ୍ନୀଙ୍କୁ ନିର୍ଦ୍ଦୟ ଭାବେ ପିଟିଲେ ପୋଲିସ ଡିଜି, ଭିଡିଓ ଭାଇରାଲ

EPFO Recruitment 2020: ଖାଲି ପଡ଼ିଥିବା ଏହି ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବଡ ଧରଣର ବିସ୍ଫୋରଣରୁ ଯବାନଙ୍କ ଜୀବନ ବଞ୍ଚାଇଲା ‘ସୋଫିଆ’

ଆକାଶରେ ଉଡୁଥିବାବେଳେ ହଠାତ୍‌ ବିମାନର ଇଞ୍ଜିନ୍‌ ବନ୍ଦ ହୋଇଗଲା; ରତନ ଟାଟା ବଞ୍ଚାଇଲେ ସମସ୍ତଙ୍କ ଜୀବନ

କୃଷି ବିଲକୁ ବିରୋଧ ଜାରି, ଇଣ୍ଡିଆ ଗେଟ୍ ସମ୍ମୁଖରେ ଟ୍ରାକ୍ଟର ପୋଡ଼ିଦେଲେ ଆନ୍ଦୋଳନକାରୀ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

You might also like