ଭାରତରେ ପହଞ୍ଚିଲେ ଟ୍ରମ୍ପ, ବିମାନବନ୍ଦରରେ ବିପୁଳ ସ୍ୱାଗତ

ନୂଆଦିଲ୍ଲୀ: ବିଶ୍ୱର ସର୍ବ ପୁରାତନ ଗଣତାନ୍ତ୍ରିକ ରାଷ୍ଟ୍ର ଆମେରିକାର ଡୋନାଲ୍ଡ ଟ୍ରମ୍ପ ଭାରତରେ ପହଞ୍ଚିଛନ୍ତି । ଏୟାରଫୋର୍ସ ୱାନ୍‌ ଯୋଗେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ବିମାନବନ୍ଦରରେ ପହଞ୍ଚିଛନ୍ତି ।  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ଯୋଗଦେବେ। ବିପୁଳ ସମ୍ବର୍ଦ୍ଧନା ସହ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପଙ୍କୁ ବିମାନ ବନ୍ଦରରୁ ପାଛୋଟି ନେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଏହାର ବ୍ୟାକୁଳତାର ଏକ ଉଦାହରଣ ସ୍ୱରୂପ ଟ୍ରମ୍ପ ଆଜି ହିନ୍ଦୀରେ ଏକ ଟ୍ୱିଟ୍‌ କରିଛନ୍ତି। ଅହମଦାବାଦରେ ପହଞ୍ଚିବାର କିଛି ସମୟ ପୂର୍ବରୁ ହିଁ ସେ ଏପରି ଟ୍ୱିଟ୍‌ କରିଛନ୍ତି। ସେ ଏଥିରେ ଲେଖିଛନ୍ତି, “ମୁଁ ଭାରତ ଆସିବାକୁ ତତ୍ପର ହେଉଛି। ମୁଁ ଏବେ ରାସ୍ତାରେ ଅଛି, କିଛି ଘଣ୍ଟା ପରେ ସମସ୍ତଙ୍କ ସହ ଦେଖା ହେବ।”

ପ୍ରତିକ୍ରିୟାରେ ଏହି ଟ୍ୱିଟ୍‌କୁ ରିଟ୍ୱିଟ୍‌ କରି ମୋଦି ଲେଖିଛନ୍ତି, ଅତିଥି ଦେବୋ ଭବଃ। ଅର୍ଥାତ ଅତିଥି ଆମ ପାଇଁ ଦେବତା। ଏହା ପୂର୍ବରୁ ମୋଦି ଲେଖିଥିଲେ, ଭାରତ ଆପଣଙ୍କ ପହଞ୍ଚିବା ଅପେକ୍ଷାରେ।

ଆହୁରି ପଢ଼ନ୍ତୁ

‘ଏପ୍ରିଲ ଫୁଲ୍‌’ କରିବାକୁ ଯାଇ କରନ୍ତୁ ନାହିଁ ଏମିତି ଭୁଲ, ନ ହେଲେ…

ସାରା ବିଶ୍ୱରେ ୮ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

‘ପିଏମ କେୟାର୍ସ ଫଣ୍ଡ’କୁ ଦାନ କଲେ ମୋଦିଙ୍କ ମା’

ପୂରା ବିଶ୍ୱରେ କରୋନା ସ୍ଥିତି ଜଟିଳ: ପଢ଼ନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ

ନିଜାମୁଦ୍ଦିନ ଧାର୍ମିକ ସଭାରୁ ଫେରିଥିବା ୫୦ ତାମିଲନାଡୁ ନାଗରିକ କରୋନା ଆକ୍ରାନ୍ତ

ମହାରାଷ୍ଟ୍ରରେ ଆଜି ୭୨ କରୋନା ରୋଗୀ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଲା

କୋଭିଡ୍-୧୯ ଆକ୍ରାନ୍ତରେ ୧୨ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ

ପ୍ରବାସୀ ଶ୍ରମିକଙ୍କ ପାଇଁ କମିଟି ଗଠନ କରିବାକୁ ୨୪ ଘଣ୍ଟା ମହଲତ ଦେଲେ ସୁପ୍ରିମକୋର୍ଟ

BSNLର ମାଗଣା ସୁବିଧା; ଜିଓ, ଏୟାର୍‌ଟେଲ୍‌ ଓ ଭୋଡ଼ା ଆଣିଲେ ନୂଆ ଅଫର୍‌

ଆଦିବାସୀଙ୍କ ପାଇଁ କାନ୍ଧରେ ଖାଦ୍ୟ ସାମଗ୍ରୀ ବୋହି ୩କିମି ଚାଲିଲେ ଜିଲ୍ଲାପାଳ ଓ ବିଧାୟକ

୧୬ କର୍ମଚାରୀ କରୋନା ପଜିଟିଭ; କମ୍ପାନୀ ସିଲ୍‌ କଲା ପ୍ରଶାସନ

କରୋନା ରୋଗୀଙ୍କ ପାଇଁ ପାର୍କରେ ମେଡିକାଲ ନିର୍ମାଣ କଲା ଆମେରିକା

You might also like