ବାଲାକୋଟ୍ ଆକ୍ରମଣ ନେଇ ସର୍ବଦଳୀୟ ବୈଠକ

ବାୟୁସେନାର ପରାକ୍ରମକୁ ସବୁ ଦଳର ପ୍ରଶଂସା

ନୂଆଦିଲ୍ଲୀ : ପାକିସ୍ତାନରେ ବାୟୁସେନାର ଆକ୍ରମଣ ପରେ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ। ଦିଲ୍ଲୀ ଜବାହରଲାଲ୍ ନେହେରୁ ଭବନରେ ଆୟୋଜିତ ବୈଠକରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନେ ଯୋଗ ଦେଇ ଆତଙ୍କବାଦ ବିରୋଧରେ ଭାରତର କାର୍ଯ୍ୟାନୁଷ୍ଠାନକୁ ସମର୍ଥନ ଜଣାଇଥିଲେ।

କିଭଳି ପରିସ୍ଥିତିରେ ଭାରତ ପକ୍ଷରୁ ଆକ୍ରମଣ କରାଗଲା ସେନେଇ ବିରୋଧୀ ଦଳମାନଙ୍କୁ ଅବଗତ କରାଇଥିଲେ ସୁଷମା ସ୍ୱରାଜ। ଦେଶର ସୁରକ୍ଷା ପାଇଁ ବାୟୁସେନାର ଏଭଳି ଦୁଃସାହସିକ କାର୍ଯ୍ୟକୁ ସବୁ ଦଳ ପ୍ରଶଂସା କରିଥିଲେ।

ଆହୁରି ପଢ଼ନ୍ତୁ

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

You might also like