ହାଇକୋର୍ଟଙ୍କ ଫଇସଲାକୁ ନେଇ ଆପତ୍ତିଜନକ ପୋଷ୍ଟ ଘଟଣାର ଯାଞ୍ଚ କରିବ ସିବିଆଇ

ଆନ୍ଧ୍ର ପ୍ରଦେଶ: ଆନ୍ଧ୍ର ପ୍ରଦେଶ ଉଚ୍ଚ ନ୍ୟାୟାଳୟଙ୍କ ଫଇସଲାକୁ ନେଇ ସୋସିଆଲ ମିଡିଆରେ ଆପତ୍ତିଜନକ ପୋଷ୍ଟ ସମ୍ବନ୍ଧରେ ହେବ ସିବିଆଇ ଯାଞ୍ଚ। ଆନ୍ଧ୍ର ପ୍ରଦେଶ ହାଇକୋର୍ଟ ଏହି ଯାଞ୍ଚ ଆଦେଶ ଦେଇଛନ୍ତି। ଏନେଇ ଶାସକ ୱାଇଏସଆର୍ କଂଗ୍ରେସ ପାର୍ଟିର ୪୯ ଜନ ନେତା ଓ କର୍ମକର୍ତ୍ତାଙ୍କୁ ନୋଟିସ ଜାରି ହୋଇଛି।

ଏହି ଯାଞ୍ଚ ଆଦେଶ ଦେଇ ହାଇକୋର୍ଟ କହିଛନ୍ତି ଯେ ସୋସିଆଲ ମିଡିଆରେ ଏଭଳି ମନ୍ତବ୍ୟ ଦ୍ୱାରା ଅଦାଲତର ପ୍ରତିଷ୍ଠା କ୍ଷୂଣ୍ଣ ହେଉଛି। ଯେଉଁମାନେ ବିଚାତପତିଙ୍କ ବିରୋଧରେ ନିନ୍ଦାସୂଚକ ମନ୍ତବ୍ୟ ପୋଷ୍ଟ କରିଛନ୍ତି, ସେମାନଙ୍କ ବିରୁଦ୍ଧରେ ମାମଲା ରୁଜୁ କରିବାକୁ ମଧ୍ୟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

୮ ସପ୍ତାହ ଭିତରେ ରିପୋର୍ଟ ଦେବାକୁ ଜଷ୍ଟିସ ରାକେଶ କୁମାର ଏବଂ ଜଷ୍ଟିସ ଉମା ଦେବୀଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଏଥି ସହିତ ମାମଲାରେ ରାଜ୍ୟ ପୋଲିସର ସିଆଇଡି ଯାଞ୍ଚରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଉଚ୍ଚ ନ୍ୟାୟାଳୟ।

ଏପରିକି ଓ୍ବାଇଏସଆର୍ କଂଗ୍ରେସ ନେତାଙ୍କୁ ବଞ୍ଚାଇବାକୁ ଯାଇ ସିଆଇଡି ସେମାନଙ୍କ ବିରୁଦ୍ଧରେ ମାମଲା ରୁଜୁ କରୁନଥିବା ଖଣ୍ଡପୀଠ କହିଛନ୍ତି। ସୋସିଆଲ ମିଡିଆରେ ଆପତ୍ତିଜନକ ପୋଷ୍ଟ ସମ୍ପର୍କରେ ଜଣେ ଆଇନଜୀବୀ ଆବେଦନ କରିଥିଲେ। ଏହାର ଶୁଣାଣି କରି କୋର୍ଟ ସିବିଆଇ ଯାଞ୍ଚ ଆଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

‘ଭାରତ ଉପରେ ଆଖି ପକାଇଲେ ଉଚିତ୍ ଜବାବ ଦେବୁ’

କ୍ଷଣିକ ଭିତରେ ହୋଇଗଲା ଛାରଖାର…ମାଟିରେ ମିଶିଗଲା ସବୁକିଛି

ରାସ୍ତା ଉପରେ ଆଇଟିବିପି ସେନାଙ୍କୁ ସାଲ୍ୟୁଟ୍‌ ମାରୁଥିବା ପିଲାକୁ ଅଢେଇ ଲକ୍ଷ ଟଙ୍କା ଦେଲେ ବିଜେପି ସାଂସଦ

ଭୂମିକମ୍ପ ଓ ସୁନାମିରେ ୧୭ ମୃତ, ୭୦୦ରୁ ଅଧିକ ଆହତ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

You might also like