ଏଟିଏମ୍‌ରୁ ଟଙ୍କା ଉଠାଇ କରୋନା ଆକ୍ରନ୍ତ ହେଲେ ୩ ଯବାନ !

ଗୁଜୁରାଟ: ଗୁଜୁରାଟର ବରୋଡ଼ାଠାରେ ୩ଜଣ ଯବାନ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି।

ଖବର ଅନୁଯାୟୀ, ସେମାନେ ଏକ ଏଟିଏମ୍‌ ବୁଥରୁ ଟଙ୍କା ଉଠାଇଥିଲେ। ଗୋଟିଏ ଦିନରେ ୩ଜଣଯାନ  ଯବାନ ସେହି ଏଟିଏମ୍‌ରୁ ଟଙ୍କା ଉଠାଇଥିଲେ। ତେଣୁ ଏଟିଏମ୍‌ ଯୋଗୁ ୩ଜଣ ଯବାନ କରୋନାରେ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି।

ଯବାନଙ୍କ ପରୀକ୍ଷା ରିପୋର୍ଟ ପଜିଟିଭ ଆସିବାପରେ, ସେମାନଙ୍କ ସଂସ୍ପର୍ଶରେ ଆସିଥିବା ୨୮ ଜଣଙ୍କୁ କ୍ୱାରେଣ୍ଟାଇନ୍‌ରେ ରାଖାଯାଇଛି।  ୨୮ଜଣଙ୍କର କରୋନା ଟେଷ୍ଟ କରାଯିବ ବୋଲି ଜଣାପଡିଛି।

ପୂର୍ବରୁ ଏହି କରୋନା ଭାଇରସ ସଂକ୍ରମଣର ଶିକାର ହୋଇଥିଲେ ପୋଲିସ କର୍ମୀ, ସୁରକ୍ଷାବାହିନୀ ଓ ସ୍ୱାସ୍ଥ୍ୟକର୍ମୀ।

ଦେଶରେ କରୋନା ଭାଇରସ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏନେଇ ଲକ୍‌ଡାଉନ୍ ଜାରି କରାଯାଇଥିଲେ ବି ସଂକ୍ରମଣ କମ୍‌ ହେବା ପରିବର୍ତ୍ତେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣର ସଂଖ୍ୟା ୨୧ ହଜାର ୭୦୦ ରେ ପହଞ୍ଚିଛି। ଏହି ମାରାତ୍ମକ ରୋଗ ହେତୁ ଏପର୍ଯ୍ୟନ୍ତ ୬୮୬ ଜଣଙ୍କର ମୃତ୍ୟୁ ହୋଇଛି। କୋଭିଡ -୧୯ ମହାମାରୀରୁ ୪ ହଜାର ୩୨୫ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

 

 

ଆହୁରି ପଢ଼ନ୍ତୁ

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଦିନକରେ ସୁସ୍ଥ ହେଲେ ୩୬୦୭ କରୋନା ଆକ୍ରାନ୍ତ

You might also like