ଭୁସ୍ଖଳନରେ ୫୦ରୁ ଊର୍ଦ୍ଧ୍ୱ ମୃତ

ନୂଆଦିଲ୍ଲୀ: ମିଆଁମାରର ଉତ୍ତରାଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ଏକ ଜେଡ୍‌ ଖଣିରେ ହୋଇଥିବା ଭୁସ୍ଖଳନରେ ୫୦ରୁ ଅଧିକ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଅନେକ ଶ୍ରମିକ ମାଟି ତଳେ ପୋତିହୋଇଥିବାର ମଧ୍ୟ ଆଶଙ୍କା କରାଯାଉଛି। ଏପର୍ଯ୍ୟନ୍ତ ସେହି ସ୍ଥାନରୁ ୫୦ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି।

ପ୍ରବଳ ବର୍ଷା କାରଣରୁ ଏହି ଭୁସ୍ଖଳନ ହୋଇଥିବା କୁହାଯାଉଛି, ଯାହା ପରେ ଶ୍ରମିକମାନେ ମାଟି ତଳେ ଫସିଯାଇଥିଲେ। ଏବେ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହି ଦୁର୍ଘଟଣା ଘଟିଛି କାଚିନ ରାଜ୍ୟର ହପାକାନ୍ତ ଅଞ୍ଚଳରେ।

ସେଠାରେ ଶ୍ରମିକମାନେ ଜେଡ୍ ପଥରକୁ ଏକାଠି କରିବାରେ ଲାଗିଥିଲା। ଏହି ସମୟରେ ପ୍ରବଳ ବର୍ଷା ହେବାରୁ ଭୁସ୍ଖଳନ ହୋଇଥିଲା ଏବଂ ଶ୍ରମିକ ମାଟି ତଳେ ଚାପି ହୋଇଯାଇଥିଲେ। ଅଗ୍ନିଶମ ବିଭାଗ ତା’ର ପେସବୁକ୍ ଆକାଉଣ୍ଟରେ ଏହାର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ହସ୍ପିଟାଲରୁ ଡିସଚାର୍ଜ ହେଲେ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ

ମୋଦି ସରକାରଙ୍କ EIA ଡ୍ରାଫ୍ଟକୁ ରାହୁଲ ଗାନ୍ଧିଙ୍କ ବିରୋଧ

ଆଣ୍ଡାମାନ ନିକୋବରକୁ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଉପହାର

୧୪ ବର୍ଷ ପରେ ମିଳିଲା ହଜି ଯାଇଥିବା ପର୍ସ, ଆଉ ସେଥିରୁ ବାହାରିଲା…

ସାବଧାନ ! ବିନା ଅର୍ଡରରେ ଘରେ ପହଞ୍ଚୁଛି କି ବିହନ ପ୍ୟାକେଟ ? ଭୁଲ୍‌ରେ ବି ଖୋଲନ୍ତୁନି

ଉଦ୍ଧାର ହେଲା ବିରଳ ପ୍ରଜାତିର ବିଷାକ୍ତ ସାପ

୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ପକ୍ଷୀମାନଙ୍କୁ ଦାନା ଖାଇବାକୁ ଦେଉଛି ଏକ ବର୍ଷର ଶିଶୁ, ଫଟୋ ଭାଇରାଲ

ବିଷ ଇଞ୍ଜେକ୍ସନ ଦେଇ ୧୧ ପାକିସ୍ତାନ ଶରଣାର୍ଥୀଙ୍କୁ ହତ୍ୟା କରାଯାଇଥିଲା

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ମାଟି ତଳୁ ଶୁଭିଲା କାନ୍ଦିବାର ଶବ୍ଦ, ଆଉ ତା’ପରେ…

ଏକ ମାସର ଶିଶୁ ଦେଲା କରୋନାକୁ ମାତ୍‌, ମା’ କ୍ଷୀରକୁ ଡାକ୍ତର କଲେ ଅସ୍ତ୍ର

You might also like