କେବେ ଖୋଲିବ ଆୟୁଷ୍ମାନ ଭାରତ କାର୍ଯ୍ୟାଳୟ, ଉତ୍ତର ରଖିଲେ ସିଇଓ

ନୂଆଦିଲ୍ଲୀ: ଦିଲ୍ଲୀର କନ୍ନାଟ୍ ପ୍ଲେସ୍‌ର ଜୀବନ ଭାରତ ବିଲଡିଂରେ ଥିବା ଆୟୁଷ୍ମାନ ଭାରତର(Ayushman Bharat) କାର୍ଯ୍ୟାଳୟକୁ ସିଲ୍ କରାଯାଇଛି। କାରଣ ସେହି ଅଫିସ୍‌ର ଜଣେ କର୍ମଚାରୀ କରୋନା ଭାଇରସରେ ଆକ୍ରାନ୍ତ ଥିବା ଜଣାପଡିଥିଲା। ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୨୫ଜଣ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌କୁ ପଠାଯାଇଥିଲା। କାର୍ଯ୍ୟାଳୟକୁ ସିଲ୍ ମଧ୍ୟ କରାଯାଇଥିଲା । ଏହି କାର୍ଯ୍ୟାଳୟକୁ ପାଞ୍ଚ ଦିନ ପୂର୍ବରୁ ସିଲ୍ କରାଯାଇଛି। କାର୍ଯ୍ୟାଳୟଟି ଏପ୍ରିଲ୍ ୨୪ରେ ଖୋଲାଯିବ ବୋଲି ଆୟୁଷ୍ମାନ ଭାରତର ସିଇଓ ଡକ୍ଟର ଇନ୍ଦୁ ଭୂଷଣ ଏନେଇ ସୂଚନା ଦେଇଛନ୍ତି।

ଭାରତରେ କରୋନା ଭାଇରସ ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଭାରତରେ କରୋନାରେ ସଂକ୍ରମିତ ହୋଇଥିବା ଲୋକଙ୍କ ସଂଖ୍ୟା ୧୭୬୫୬ କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫୪୦ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହିତ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଦେଶରେ କରୋନାରେ ଏପର୍ଯ୍ୟନ୍ତ ୫୫୯ ଜଣଙ୍କର ମୃତ୍ୟୁ ହୋଇଛି। ୨୮୪୨ ରୋଗୀ ମଧ୍ୟ କରୋନ ଭାଇରସକୁ ପରାସ୍ତ କରିବାରେ ସଫଳ ହୋଇଛନ୍ତ।

ଆହୁରି ପଢ଼ନ୍ତୁ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

You might also like