ଖୋଲିଲା ବଦ୍ରିନାଥ ମନ୍ଦିର, କରୋନା ଯୋଗୁ ଭଗବାନଙ୍କ ଦର୍ଶନ କରିପାରିଲେନି ଭକ୍ତ

ନୂଆଦିଲ୍ଲୀ: ଆଜି ଭୋରରୁ ଉତ୍ତରାଖଣ୍ଡ ସ୍ଥିତ ବଦ୍ରିନାଥ ମନ୍ଦିର ଖୋଲା ହୋଇଛି। ମନ୍ଦିର ଫାଟକ ଖୋଲିବା ପୂର୍ବରୁ ପୂରା ମନ୍ଦିରକୁ ସୁନ୍ଦର ପୁଷ୍ପମାଳାରେ ସୁସଜ୍ଜିତ କରାଯାଇଥିଲା।

ମନ୍ଦିରର ମୁଖ୍ୟ ପୂଜକଙ୍କ ସମେତ ୨୭ଜଣଙ୍କ ଉପସ୍ଥିତିରେ ଭୋର ୪ଟା ୩୦ରୁ ଫାଟକ ଖୋଲା ଯାଇଥିଲା। ଏହାପରେ ପାରମ୍ପରିକ ରୀତିନୀତିରେ ଭଗବାନ ବିଷ୍ଣୁଙ୍କ ପୂଜାର୍ଚ୍ଚନା କରାଯାଇଥିଲା।

ତେବେ ମହାମାରୀ କରୋନା ଯୋଗୁ ସର୍ବସାଧାରଣ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଜାରି କରାଯାଇଛି। କୋଭିଡ୍‌-୧୯କୁ ନେଇ କେନ୍ଦ୍ର ସରକାର ଜାରି କରିଥିବା ଗାଇଡ୍‌ଲାଇନ୍ସକୁ ଦୃଷ୍ଟିରେ ଏଭଳି ନିଷ୍ପତ୍ତି ନିଆଯାଇଛି।

ଗତବର୍ଷ ଯେଉଁଦିନ ବଦ୍ରିନାଥ ମନ୍ଦିରର ଫାଟକ ଖୋଲିଥିଲା ସେ ଦିନ ପ୍ରାୟ ୧୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ବଦ୍ରିନାଥ ମନ୍ଦିର ଉତ୍ତରାଖଣ୍ଡର ଚାମୋଲି ନଦୀକୂଳରେ ପ୍ରାୟ ୧୦ହଜାର ଫୁଟ ଉଚ୍ଚତାରେ ରହିଛି।

ଆହୁରି ପଢ଼ନ୍ତୁ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

You might also like