ବେରୁଟରେ ଭୟଙ୍କର ବିସ୍ଫୋରଣ, ଦୋହଲିଗଲା ବଡ଼ ବଡ଼ ଅଟ୍ଟାଳିକା

ବେରୁଟ: ଲେବାନନ ରାଜଧାନୀ ବେରୁଟରେ ବଡ଼ ଧରଣର ବିସ୍ଫୋରଣ। କ୍ୟାମେରାରେ କଏଦ ହେଲା ଭୟଙ୍କର ବିସ୍ଫୋରଣର ଦୃଶ୍ୟ। ଆଜି ଲେବାନନ ରାଜଧାନୀ ବିରଟ ସହରରେ କେନ୍ଦ୍ର ସ୍ଥଳରେ ପୋର୍ଟ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଛି। ବିସ୍ଫୋରଣର କାରଣ ଏଯାଏଁ ଜଣାପଡ଼ି ନାହିଁ।

ଗୋଟିଏ ପରେ ଗୋଟିଏ ଦୁଇଟି ଲଗାତର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ତୀବ୍ରତା ଏତେ ଶକ୍ତିଶାଳି ଥିଲା ଯେ ଆଖପାଖ ଅଞ୍ଚଳର ବଡ଼ ବଡ଼ ଅଟ୍ଟାଳିକା ମଧ୍ୟ ଦୋହଲି ଯାଇଥିବା ଭିଡିଓରୁ ସ୍ପଷ୍ଟ ପ୍ରମାଣିତ ହୋଇଛି। ଏପେଟ ଏହି ବିରାଟ ବିସ୍ଫୋରଣରେ କେତେ ଧନ ଜୀବନ ଯାଇଛି ତାହା ସ୍ପଷ୍ଟ ହୋଇନି।

ତେବେ ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଅନୁମାନ କରାଯାଉଛି ବିସ୍ପୋରଣ ସ୍ଥଳଠୁ ଅନେକ ଦୂର ଯାଏଁ କୋଠାବାଡ଼ି, ଘରଦ୍ୱାର, ଗାଡ଼ି ମୋଟର ବ୍ୟାପକ କ୍ଷୟକ୍ଷତି ଘଟିଛି।

ଆହୁରି ପଢ଼ନ୍ତୁ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

You might also like