କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ୍‌ ପକ୍ଷରୁ ଆଜିଠାରୁ ୨ ଦିନିଆ ଧର୍ମଘଟ ଡାକରା

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତି ବିରୋଧରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଆଜିଠାରୁ ଦୁଇ ଦିନିଆ ଧର୍ମଘଟ ଡାକରା ଦିଆଯାଇଛି। ଶ୍ରମିକ ସଙ୍ଗଠନ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧର୍ମଘଟ କରୁଛନ୍ତି।

ଏହି ଧର୍ମଘଟରେ ଦେଶବ୍ୟାପୀ ୧୦ଟି ଶ୍ରମିକ ସଙ୍ଗଠନର ୨୦ କୋଟି କର୍ମଚାରୀ ସାମିଲ ହୋଇଛନ୍ତି। ଧର୍ମଘଟକୁ ଟେଲିକମ୍, ସ୍ୱାସ୍ଥ୍ୟ, ଶିକ୍ଷା, କୋଇଲା, ଷ୍ଟିଲ, ବିଦ୍ୟୁତ୍‌, ବ୍ୟାଙ୍କ, ବୀମା ଓ ପରିବହନ କର୍ମଚାରୀ ସମର୍ଥନ କରୁଥିବା ଟ୍ରେଡ୍‌ ୟୁନିୟନ କହିଛି।

ଟ୍ରେଡ୍‌ ୟୁନିୟନର ଆନ୍ଦୋଳନ ଯୋଗୁ ଦେଶରେ ବିଭିନ୍ନ ସେବା ପ୍ରଭାବିତ ହେବା ଆଶଙ୍କା ରହିଛି। ଏହାର ପ୍ରଭାବ ରାଜ୍ୟର ପ୍ରମୁଖ ଶିଳ୍ପନଗରୀ ରାଉରକେଲାରେ ମଧ୍ୟ ଦେଖିବାକୁ ମିଳିଛି।

ସକାଳୁ ସକାଳୁ ବାଲେଶ୍ୱରରେ ଧର୍ମଘଟ ଆରମ୍ଭ ହୋଇଛି। ଶ୍ରମିକ ସଙ୍ଗଠନ ପକ୍ଷରୁ ପିକେଟିଂ କରି ଦୋକାନବଜାର ବନ୍ଦ ଓ ରେଳରୋକ କରାଯାଇଛି। ରେଳ ରୋକ ଯୋଗୁ ଗୁୱାହାଟି-ଥିରୁଭନନ୍ତପୁରମ୍‌ ଟ୍ରେନ୍‌ ବାଲେଶ୍ୱର ଷ୍ଟେସନରେ ଅଟକି ରହିଛି। ସେହିପରି ସହରରେ ବସ୍ ଚଳାଚଳ ମଧ୍ୟ ଠପ୍ ହୋଇଛି।

ଆହୁରି ପଢ଼ନ୍ତୁ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

You might also like