ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା
ନୂଆଦିଲ୍ଲୀ: ଆଜି ବଜେଟ୍ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି।
ଆହୁରି ପଢ଼ନ୍ତୁ
ବରିଷ୍ଠ ନାଗରିକଙ୍କ ପାଇଁ ଟିକସ କ୍ଷେତ୍ରରେ ବଡ଼ ରିହାତି ଦିଆଯାଇଛି। ୭୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଆୟକର ରିଟର୍ଣ୍ଣ ଛାଡ୍ କରାଯାଇଛି। ଫଳରେ ଏଣିକି ପେନ୍ସନ୍ଭୋଗୀ ବରିଷ୍ଠ ନାଗରିକଙ୍କୁ ଆଉ ଆୟକର ରିଟର୍ଣ୍ଣ ଦେବାକୁ ପଡ଼ିବନି।