ପୁଣି ବଢ଼ିଲା ସୁନା ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ସୁନା ଦର। ଆଜି ପୁଣିଥରେ ସୁନା ଦରରେ ବୃଦ୍ଧି ଘଟିଛି। India Bullion and Jewellers Association Ltd.ର ସୂଚନା (IBJA) ଅନୁସାରେ, ସୁନା ଦର ପ୍ରତି ୧୦ ଗ୍ରାମକୁ ୫୧୫ଟଙ୍କା ବୃଦ୍ଧି ପାଇ ୪୬,୯୯୪ଟଙ୍କାରେ ପହଞ୍ଚିଛି।

ଯଦିଓ ଦେଶରେ କରୋନା ଲକ୍‌ଡାଉନ୍‌ ଜାରି ରହିଛି ତେବେ ଲକ୍‌ଡାଉନ୍‌ କଟକଣାକୁ ମାନି ଅନେକ ବିବାହ କାର୍ଯ୍ୟକ୍ରମ ହେଉଛି। ଏହି ସମୟରେ ୧୮ କ୍ୟାରେଟ୍‌ ସୁନାଠୁ ଆରମ୍ଭ କରି ୨୪ କ୍ୟାରେଟ୍ ପର୍ଯ୍ୟନ୍ତ ସୁନା ଦରରେ ବୃଦ୍ଧି ଦେଖିବାକୁ ମିଳିଛି।

ସେହିପରି ରୂପା ଦର ପ୍ରତି କି.ଗ୍ରାକୁ ୩୫ଟଙ୍କା ବୃଦ୍ଧି ପାଇଛି। ଗତକାଲି ରୂପା ଦର ପ୍ରତି କି.ଗ୍ରାକୁ ୪୭ ହଜାର ୮୦୦ଟଙ୍କା ଥିବାବେଳେ ଆଜି ୩୫ଟଙ୍କା ବୃଦ୍ଧି ପାଇ ଏହା ୪୭ ହଜାର ୮୩୫ଟଙ୍କାରେ ପହଞ୍ଚିଛି।

ବିଭିନ୍ନ ସ୍ଥାନରେ ସୁନା, ରୂପା ଦର ଅଲଗା ହୋଇପାରେ। କେବଳ ଏହାର ଦରରେ ସାମାନ୍ୟ ପାର୍ଥକ୍ୟ ଦେଖିବାକୁ ମିଳିଥାଏ।

Image Credit: LiveHindustan

ଆହୁରି ପଢ଼ନ୍ତୁ

‘ମୁଁ ଦୁଷ୍କର୍ମର ଶିକାର ହୋଇଥାନ୍ତି, ମୋତେ ମାରି ଦିଆଯାଇ ଥାନ୍ତା’

କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କୁ କରୋନା

ବିହାର ଇଲେକ୍ସନ ପ୍ରଚାର; କାହାକୁ ଜଙ୍ଗଲ୍ ରାଜ୍‌ର ଯୁବରାଜ କହିଲେ ମୋଦି ?

କରୋନା ସଂକ୍ରମିତ ବ୍ୟକ୍ତିଙ୍କ ମସ୍ତିଷ୍କକୁ ପ୍ରଭାବିତ କରୁଛି ଭୂତାଣୁ !

ଅନ୍ତର୍ଜାତୀୟ ବିମାନ ଉଡ଼ାଣ କଟକଣା ବଢ଼ିଲା

ନିକିତା ତୋମାର ମର୍ଡର କେଶ୍‌କୁ ନେଇ ରାଜନୀତି କରାଯାଉଥିବା ଅଭିଯୋଗ

ଭୁଲ୍‌ ପାଇଁ ଟ୍ୱିଟରକୁ ଲିଖିତ ଉତ୍ତର ମାଗିଲା ସଂଯୁକ୍ତ ସଂସଦୀୟ କମିଟି

ଏନଡିଏ ଯାହା କହେ, ତାହା କରେ-ପ୍ରଧାନମନ୍ତ୍ରୀ

ନଭେମ୍ବର ୫ରେ ବାୟୁସେନାରେ ସାମିଲ ହେବ ଆଉ ୩ ରାଫେଲ

କୋଟିଏ ଟଙ୍କାର ଦାମୀ କାର୍‌ ଜାଳିଦେଲେ ୟୁଟ୍ୟୁବର, ଭିଡିଓ ଭାଇରାଲ

ବିବାହ ପାଇଁ ଯାଉଥିଲେ ଦୁଲ୍‌ହା-ଦୁଲ୍‌ହନ, ବାଟରେ ପଡ଼ିଲା ନଦୀ, ତା’ପରେ…

ଜମ୍ମୁ-କାଶ୍ମୀରରେ ପୁଣି ଏନକାଉଣ୍ଟର, ୨ ଆତଙ୍କୀ ନିପାତ

You might also like