ବିହାର ବିଧାନସଭା ନିର୍ବାଚନ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚାଲିଛି ପ୍ରଥମ ପର୍ଯ୍ୟାୟ ମତଦାନ

ପାଟନା: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଛି।ଭୋଟରମାନେ କୋଭିଡ୍‌ ଗାଇଡ୍‌ଲାଇନ୍ସ ମାନି ମତଦାନ କେନ୍ଦ୍ରରେ ଭୋଟ୍ ଦେଉଛନ୍ତି। ମାସ୍କ ପିନ୍ଧି ସାମାଜିକ ଦୂରତା ରକ୍ଷା କରି ଭୋଟ୍ ଦେଉଛନ୍ତି ଲୋକେ।

ମୋଟ୍ ୨୪୩ଟି ଆସନରୁ ପ୍ରଥମ ପର୍ଯ୍ୟାୟରେ ୭୧ଟି ଆସନ ପାଇଁ ମତଦାନ ଚାଲିଛି। ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ଭୋଟ୍ ଗ୍ରହଣ ଲାଗି ୩୧ ହଜାର ବୁଥ୍ ହୋଇଛି।

ପ୍ରଥମ ପର୍ଯ୍ୟାୟରେ ମୋଟ ୧ ହଜାର ୬୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ୨ କୋଟି ୧୪ଲକ୍ଷରୁ ଅଧିକ ଭୋଟର। ଏହି ପର୍ଯ୍ୟାୟରେ ନିର୍ବାଚନ ରଣାଙ୍ଗନରେ ୧୧୪ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ଏହାସହ ନୀତିଶଙ୍କ ସରକାରରେ ଥିବା ୬ଜଣ ମନ୍ତ୍ରୀଙ୍କର ଭାଗ୍ୟ ମଧ୍ୟ ପରୀକ୍ଷା ହେବ।

ଆହୁରି ପଢ଼ନ୍ତୁ

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

ଆଜି ଭାରତ ବନ୍ଦ: ସକାଳୁ ସକାଳୁ ପିକେଟିଂ, ରାସ୍ତାରୋକ

ଆର୍‌ଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ନାଁରେ ସାଂଘାତିକ ଅଭିଯୋଗ

You might also like