ଲାଲୁଙ୍କ ବଡ଼ ପୁଅ ପଛୁଆ, ହେଲେ ସାନ ପୁଅ ଆଗୁଆ

ପାଟନା: ବିହାରରେ ଭୋଟ୍‌ ଗଣତି ଜାରି ରହିଛି। ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ଓ ଆର୍‌ଜେଡି ନେତା ତେଜସ୍ୱୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ ମଧ୍ୟରେ କଡ଼ା ଟକ୍କର ଲାଗି ରହିଛି। ଗଣତି ଟ୍ରେଣ୍ଡରୁ ଜଣାପଡ଼ୁଛି ଯେ, ଦୁଇ ମେଣ୍ଟ ମଧ୍ୟରେ ଖୁବ୍ କମ୍ ବ୍ୟବଧାନ ରହୁଛି।

  • ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା RJD ପ୍ରାର୍ଥୀ ତେଜ ପ୍ରତାପ ଯାଦବ ହସନପୁର ଆସନରୁ ଜେଡିୟୁ ପ୍ରାର୍ଥୀଙ୍କ ଠାରୁ ପଛରେ ଥିବାବେଳେ ଲାଲୁଙ୍କ ସାନ ପୁଅ ତେଜସ୍ୱୀ ଯାଦବ ରାଘୋପୁର ଆସନରେ ଆଗରେ ଅଛନ୍ତି।
  • ଶତ୍ରୁଘ୍ନ ସିହ୍ନାଙ୍କ ପୁଅ ତଥା କଂଗ୍ରେସ ପ୍ରାର୍ଥୀ ଲଭ୍ ସିହ୍ନା ବାଙ୍କୀପୁର ଆସନରୁ ବିଜେପି ପ୍ରାର୍ଥୀଙ୍କ ଠାରୁ ପଛରେ ଅଛନ୍ତି।

ଅପରାହ୍ଣ ୧୨ଟା ସୁଦ୍ଧା ୨୪୩ଟି ଆସନରୁ ଏନ୍‌ଡିଏ ୧୩୨ ଆସନ, ମହାମେଣ୍ଟ(କଂଗ୍ରେସ, ବାମ ଦଳ ଓ ଆର୍‌ଜେଡି) ୯୯ଟି ଆସନରେ ଆଗୁଆ ଥିବାବେଳେ ଏଲ୍‌ଜେପି ୪ଟି ଆସନ ଓ ଅନ୍ୟାନ୍ୟ ଦଳ ୯ଟି ଆସନରେ ଆଗୁଆ ରହିଛି। 

ପଢ଼ନ୍ତୁ: କିଏ ଯିବେ ବନବାସ ? କାହାର ହେବ ସିଏମ୍‌ ନିବାସ ?

ଆହୁରି ପଢ଼ନ୍ତୁ

ପରଲୋକରେ ଭାରତର ସଫ୍ଟୱେୟର ଇଣ୍ଡଷ୍ଟ୍ରୀ ଜନକ ଏଫ୍‌ସି କୋହଲି

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

ଆଜି ଭାରତ ବନ୍ଦ: ସକାଳୁ ସକାଳୁ ପିକେଟିଂ, ରାସ୍ତାରୋକ

You might also like