ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ପାଟନା: ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଇଛନ୍ତି। ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଇ ଗୁପ୍ତେଶ୍ୱର ପାଣ୍ଡେଙ୍କ ଆବେଦନକୁ ବିହାର ରାଜ୍ୟପାଳ ଗ୍ରହଣ କରିଛନ୍ତି।

ଗୁପ୍ତେଶ୍ୱର ପାଣ୍ଡେ ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ପରେ ଡିଜି(ହୋମ୍‌ଗାର୍ଡ ଓ ଫାୟାର ସର୍ଭିସ୍‌) ଏସ୍‌କେ ସିଂଘଲଙ୍କୁ ବିହାର ପୋଲିସ୍‌ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଗୁପ୍ତେଶ୍ୱର ପାଣ୍ଡେ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି। ତେଣୁ ସେ ନିର୍ବାଚନ  ଲଢିବା ନେଇ ଚର୍ଚ୍ଚା ହେଉଛି।

ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ତଦନ୍ତ ବେଳେ ଚର୍ଚ୍ଚାରେ ଥିଲେ ଗୁପ୍ତେଶ୍ୱର ପାଣ୍ଡେ। ଏହି ମାମଲାରେ ତଦନ୍ତକୁ ନେଇ ସେ ମୁମ୍ବାଇ ପୋଲିସକୁ ସମାଲୋଚନା କରିଥିଲେ।

ଆହୁରି ପଢ଼ନ୍ତୁ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

You might also like