ଜେଡିଆର୍‌ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା ଘଟଣାରେ ବଡ଼ ଖୁଲାସା

ପାଟନା: ନିର୍ବାଚନ ପ୍ରଚାର ସମୟରେ ଜନତା ଦଳ ରାଷ୍ଟ୍ରବାଦୀ(JDR) ପାର୍ଟିର ପ୍ରାର୍ଥୀ ଶ୍ରୀନାରାୟଣ ସିଂକୁ ଗୁଳି କରି ହତ୍ୟା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ବିହାର ବିଧାନସଭା ନିର୍ବାଚନର ପ୍ରଚାର ସମୟରେ ଶନିବାର ଦିନ ଶିହୋର ଜିଲ୍ଲା ହଥସାର ଗାଁରେ ଶ୍ରୀନାରାୟଣଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।

ସୂଚନା ଅନୁସାରେ, ଶ୍ରୀନାରାୟଣଙ୍କ ଉପରେ ଆକ୍ରମଣ କରିଥିବା ବ୍ୟକ୍ତି ଦଳର କାର୍ଯ୍ୟକର୍ତ୍ତା ହୋଇ ନିର୍ବାଚନ ପ୍ରଚାରରେ ସାମିଲ ହୋଇଥିଲେ। ଏପରିକି ସେ ପ୍ରଚାର ସମୟରେ ଶ୍ରୀନାରାୟଣଙ୍କ ସପକ୍ଷରେ ନାରାବାଜି ମଧ୍ୟ କରିଥିଲେ। ଏହାପରେ ସୁବିଧା ସୁଯୋଗ ଦେଖି ସେ ଶ୍ରୀନାରାୟଣଙ୍କୁ ଗୁଳି କରିଥିଲେ। ତୁରନ୍ତ ତାଙ୍କୁ ହସ୍ପିଟାଲ୍‌ ନିଆଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଏହି ଗୁଳିମାଡ଼ରେ ଶ୍ରୀନାରାୟଣଙ୍କ ଜଣେ ସମର୍ଥକ ମଧ୍ୟ ଆହତ ହୋଇଛନ୍ତି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

କୋଭିଡ୍‌ ହସ୍ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୫ କରୋନା ଆକ୍ରାନ୍ତଙ୍କ ଜୀବନ

ପରଲୋକରେ ଭାରତର ସଫ୍ଟୱେୟର ଇଣ୍ଡଷ୍ଟ୍ରୀ ଜନକ ଏଫ୍‌ସି କୋହଲି

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

You might also like