ସୁଷମାଙ୍କଠାରୁ ବହୁତ କିଛି ଶିଖିଛି; ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ନିଜ ବିଚାରରେ ଖୁବ୍‌ ଦୃଢ଼ ଥିଲେ ସୁଷମା ସ୍ୱରାଜ। ତାଙ୍କ ଭାଷଣ ଯେଭଳି ପ୍ରେରଣାଦାୟୀ ଥିଲା ସେଭଳି ପ୍ରଭାବୀ ମଧ୍ୟ ଥିଲା। ପୂର୍ବତନ ବୈଦେଶିକ ମନ୍ତ୍ରୀ ଦିବଙ୍ଗତ ସୁଷମା ସ୍ୱରାଜଙ୍କ ସ୍ମୃତିଚାରଣ କରି ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ସୁଷମାଙ୍କ ବ୍ୟକ୍ତିତ୍ୱ ବିବିଧତାରେ ପରିପୂର୍ଣ୍ଣ ଥିଲା। ବୟସରେ ଛୋଟ ଥିଲେ ବି ତାଙ୍କ ଠାରୁ ବହୁତ କିଛି ଶିଖିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସୁଷମାଙ୍କ ଉଦ୍ଦେଶ୍ୟରେ ଜବାହର ଲାଲ ଇଣ୍ଡୋର ଷ୍ଟାଡିୟମ୍‌ରେ ଆଜି ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ କେନ୍ଦ୍ର ମନ୍ତ୍ରୀ ମଣ୍ଡଳର ବହୁ ବରିଷ୍ଠ ସଦସ୍ୟ ଯୋଗ ଦେଇଥିଲେ। ସ୍ମୃତି ସଭାରେ ସୁଷମାଙ୍କ କନ୍ୟା ବାଂଶୁରୀ ସ୍ୱରାଜ ମଧ୍ୟ ଉପସ୍ଥିତ ରହି ମାଙ୍କ ସ୍ମୃତିଚାରଣ କରିଥିଲେ। ଗତ ୬ ତାରିଖରେ ହୃଦ୍‌ଘାତରେ ସୁଷମାଙ୍କ ପରଲୋକ ହୋଇଥିଲା।

..

 

ଆହୁରି ପଢ଼ନ୍ତୁ

‘ବିଶ୍ୱରେ ଭାକସିନ୍ ଚାହିଦା ପୂରଣ କରିବାରେ ଭାରତ ସଫଳ ହେବ’

ନେପାଳରେ ବ୍ୟାନ୍ ହେଲା ଭାରତୀୟ ଘରୋଇ ନ୍ୟୁଜ୍ ଚ୍ୟାନେଲ୍!

ଗ୍ୟାଙ୍ଗଷ୍ଟାର୍ ବିକାଶର ପତ୍ନୀ ଓ ପୁଅ ଗିରଫ

ଲକଡାଉନରେ ବଢ଼ିଛନ୍ତି ଶିଶୁ ଶ୍ରମିକ

ଆସୁଛି ଏହିସବୁ ଦମ୍‌ଦାର ସ୍ମାର୍ଟଫୋନ୍‌: ଫଟୋଗ୍ରାଫି ଲଭର୍‌ଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ

ବିନା ଡିଜେଲ୍ ଓ ଇଲେକ୍ଟ୍ରିରେ ଚାଲିଲା ଟ୍ରେନ୍

ଗ୍ୟାଙ୍ଗଷ୍ଟର ବିକାଶ ଦୁବେର ଗିରଫଦାରିକୁ ନେଇ ଉଠିଲା ପ୍ରଶ୍ନ

ମହିଳାଙ୍କ ମହନୀୟତାର ଭିଡିଓ ଭାଇରାଲ୍: ଛୁଟୁଛି ପ୍ରଶଂସାର ସୁଅ

୩ ବର୍ଷର କନ୍ୟାକୁ ଛାଡ଼ି ପ୍ରେମିକଙ୍କୁ ଦେଖା କରିବା ପାଇଁ ଚାଲିଗଲେ ମହିଳା, ଭୋକ ଉପାସରେ ଆଖି ବୁଜିଲା ଶିଶୁ

ଦୁର୍ଗମ ଅଞ୍ଚଳରେ ଚିଠି ବାଣ୍ଟିବା ପାଇଁ ଦୈନିକ ଚାଲୁଛନ୍ତି ୧୫ କିମି ରାସ୍ତା

ବିଜେପି ନେତା ଓ ପରିବାର ହତ୍ୟା ଘଟଣାରେ ପୁଲିସ୍‌ ହାତରେ ଲାଗିଲା ବଡ଼ ପ୍ରମାଣ

କରୋନା ସନ୍ଦେହରେ ଯୁବତୀଙ୍କୁ ଚଳନ୍ତା ବସ୍‌ରୁ ଠେଲିଦେଲେ

You might also like