ଖୋଲା ରହିବ ବହି ଓ ଫ୍ୟାନ ଦୋକାନ

ଭୁବନେଶ୍ୱର: କୋହଳ ହୋଇଛି ଲକ୍‌ଡାଉନ ନିୟମ। ଲକ୍‌ ଡାଉନ ସମୟରେ ସ୍କୁଲ ପାଠ୍ୟ ପୁସ୍ତକ ଦୋକାନ ଏବଂ ଇଲେକ୍ଟ୍ରି ଫ୍ୟାନ ଦୋକାନ ଖୋଲା ରହିବ ବୋଲି ଅନୁମତି ମିଳିଛି।

ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ସ୍କୁଲ ବହି ଓ ଫ୍ୟାନ ଦୋକାନ ଖୋଲିବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଅନୁମତି ମିଳିଛି।  ସେହିପରି କିଛି ଅତ୍ୟାବଶ୍ୟକୀୟ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ଖୋଲିବାକୁ ମଧ୍ୟ ଅନୁମତି ମିଳିଛି । ଏଭିତରେ ରହିଛି ପାଉଁରୁଟି ଫ୍ୟାକ୍ଟ୍ରି , କ୍ଷୀର ପ୍ରକ୍ରିୟାକରଣ ପ୍ଲାଣ୍ଟ୍, ଅଟା ଏବଂ ଡାଲି ମିଲ ଇତ୍ୟାଦି ।

ପ୍ରିପେଡ୍ ମୋବାଇଲ ରିଚାର୍ଜ ଦୋକାନ ଖୋଲିବାକୁ ନେଇ ଲକଡାଉନ ନିୟମରେ କୋହଳ କରିଛି କେନ୍ଦ୍ର ଗୃହ ମନ୍ତ୍ରଳୟ । ବରିଷ୍ଠ ନାଗରିକଙ୍କ ସହ ରହୁଥିବା କେୟାର ଟେକରଙ୍କ ପାଇଁ ମଧ୍ୟ ଲକଡାଉନ ନିୟମକୁ କୋହଳ କରାଯାଇଛି । ସମସ୍ତ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବମାନଙ୍କୁ ଏନେଇ ଚିଠି ଲେଖି ଅବଗତ କରାଇଛନ୍ତି କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା।

ଆହୁରି ପଢ଼ନ୍ତୁ

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନିଜ ଜୀବନକୁ ବାଜିରେ ଲଗାଇ ପାଣି ଭିତରେ ପଶି କୁକୁରର ଜୀବନ ରକ୍ଷା କଲେ ହୋମଗାର୍ଡ

ମନ୍ତ୍ରୀପରିଷଦରୁ ଇସ୍ତଫା ଦେଲେ ହରସିମରତ୍ କୌର୍ ବାଦଲ

ସୀମାରେ ଚୀନ ସେନାର ନୂଆ ଷଡ଼ଯନ୍ତ୍ର

କରୋନା ମୁକାବିଲା ପାଇଁ ଏଇ ସହରରେ ଲାଗୁ ହେଲା ୧୪୪ ଧାରା

ଲଦାଖରେ ୩୦ ମହଲା ଉଚ୍ଚତାରେ ଜଗିଛନ୍ତି ଭାରତୀୟ ଯବାନ, ୯ ଚୀନ୍ ସେନା ପାଇଁ ଜଣେ ଭାରତୀୟ ସେନା ଭାରି ପଡ଼ିବ

You might also like