ଆଜି ପ୍ରକାଶ ପାଇବ CBSE ଦଶମ ରେଜଲ୍ଟ

ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇବ CBSE ଦଶମ ଶ୍ରେଣୀ ରେଜଲ୍ଟ। ଏନେଇ କେନ୍ଦ୍ର ଶିକ୍ଷା ସଚିବ ଅନୀଲ ସ୍ୱରୂପ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। ଅପରାହ୍ନ ୪ଟାରେ ପରୀକ୍ଷାଫଳ CBSE ୱେବସାଇଟ୍ cbse.nic.inରେ ଉପଲବ୍ଧ ହେବ।   ପରୀକ୍ଷାର୍ଥୀମାନେ cbse.examresults.net କିମ୍ବା cbse.nic.inରେ ନିଜର ରେଜଲ୍ଟ ଦେଖିପାରିବେ।

ସିବିଏସ୍‌ଇ ଦଶମ ପରୀକ୍ଷା ଗତ ମାର୍ଚ୍ଚ ୫ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ୍‌ରେ ସରିଥିଲା। ଦେଶବ୍ୟାପି ୧୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ସୂଚନାଥାଉ କି, ଗତ ଶନିବାର ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ ପ୍ରକାଶିତ ହୋଇଥିଲା। ମୋଟ ୮୩.୦୧ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଥିବାବେଳେ ଶ୍ରେଷ୍ଠ ୩ଟି ଅଞ୍ଚଳ ମଧ୍ୟରେ ୯୭.୩୨ ପ୍ରତିଶତ ସହ ତ୍ରିବାନ୍ଦ୍ରମ୍, ୯୩.୮୭ ପ୍ରତିଶତ ସହ ଚେନ୍ନାଇ ଏବଂ ୮୯ ପ୍ରତିଶତ ସହ ଦିଲ୍ଲୀ ରହିଥିଲା। ଉତ୍ତରପ୍ରଦେଶ ଗାଜିଆବାଦର ମେଘନା ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୫୦୦ ନମ୍ବରରୁ ୪୯୯ ନମ୍ବର ରଖି ଟପ୍ପର ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

କୃଷି ବିଲ୍‌ ବିରୋଧରେ ଚାଷୀଙ୍କ ‘ଭାରତ ବନ୍ଦ’ ଡାକରା ଆଜି

You might also like