୧୦ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶି ୪ଟିରେ ପରିଣତ ହେବ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୫ ଟ୍ରିଲିଅନ୍ ଅର୍ଥନୀତି ଘୋଷଣାକୁ ବାସ୍ତବ ରୂପ ଦେବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ଘୋଷଣା କରିଛନ୍ତି। ଅର୍ଥନୀତିରେ ସୁଧାର ଅଣାଯିବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ କରିଥିବା ଘୋଷଣା ଅନୁଯାୟୀ ୧୦ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବେ ୪ଟିରେ ପରିଣତ ହେବ। ଆଜି ଏହି ଘୋଷଣା ହୋଇଛି।

ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ କରିଥିବା ଘୋଷଣା ଅନୁଯାୟୀ,ପିଏନ୍‌ବି, ଓବିସି ଏବଂ ୟୁନାଇଟେଡ୍ ବ୍ୟାଙ୍କର ମିଶ୍ରଣ କରାଯାଇ ଭାରତର ଦ୍ୱିତୀୟ ସର୍ବବୃହତ୍ ବ୍ୟାଙ୍କ ଗଠନ କରାଯିବ। ୟୁନିଅନ୍ ବ୍ୟାଙ୍କ, ଆନ୍ଧ୍ର ବ୍ୟାଙ୍କ ଏବଂ କର୍ପୋରେସନ୍ ବ୍ୟାଙ୍କର ମିଶ୍ରଣ ହେବ। ସେହିଭଳି କାନାରା ବ୍ୟାଙ୍କ ଏବଂ ସିଣ୍ଡିକେଟ୍ ବ୍ୟାଙ୍କ ଦେଶର ଚତୁର୍ଥ ବୃହତ୍ ବ୍ୟାଙ୍କରେ ପରିଣତ ହେବ। ଅନ୍ୟତମ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଇଣ୍ଡିଆନ୍ ବ୍ୟାଙ୍କ ଆଲ୍ଲାବାଦ୍ ବ୍ୟାଙ୍କ ସହିତ ମିଶିବ।

 

ଆହୁରି ପଢ଼ନ୍ତୁ

ସିଏଏକୁ ନେଇ ମୋହନ ଭାଗବତଙ୍କ ମନ୍ତବ୍ୟରେ କଡ଼ା ପ୍ରତିକ୍ରିୟା ରଖିଲେ ଅସଦୁଦ୍ଦିନ ଓୱେସୀ

ବାଃ କୋଭିଡ୍‌ ଯୋଦ୍ଧା, ଅସୁସ୍ଥ କରୋନା ରୋଗୀଙ୍କୁ ଅଧକିଲୋମିଟର ପିଠିରେ ବୋହି ଆମ୍ବୁଲାନ୍ସରେ ବସାଇଲେ

ହାଥରସ୍ ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତକାରୀ ଅଧିକାରୀ ପତ୍ନୀଙ୍କ ଆତ୍ମହତ୍ୟା

ବିହାର ଲୋକେ ନୀତୀଶଙ୍କ ଉପରେ କେବଳ ରାଗୁ ନାହାନ୍ତି, ତାଙ୍କୁ ଘୃଣା ବି କରୁଛନ୍ତି; ତେଜସ୍ୱୀ ଯାଦବ

ରେଳବାଇର କୋଭିଡ୍‌ କେୟାର କୋଚ୍‌ରେ ମହାରାଷ୍ଟ୍ରର ଜଣେ ବି ରୋଗୀ ଆଡ୍‌ମିଶନ ହୋଇ ନାହାନ୍ତି

ଏପଟେ ପୂଜା ସେପଟେ ପତ୍ନୀଙ୍କୁ ହତ୍ୟା ! ପୂଜା ଘର ଭିତରୁ ମିଳିଲା ମୃତଦେହ

ଜେଡିଆର୍‌ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା ଘଟଣାରେ ବଡ଼ ଖୁଲାସା

‘ଭାରତର କଡ଼ା ଜବାବରେ ଭୟଭୀତ ଚାଇନା’

ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ମନ କି ବାତ୍‌: ଯବାନଙ୍କ ପାଇଁ ଦୀପ ଜାଳିବାକୁ କହିଲେ ପ୍ରଧାନମନ୍ତ୍ରୀ

ପରଲୋକରେ ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସ ଚେୟାରମ୍ୟାନ୍

ପଞ୍ଜାବ ଦୁଷ୍କର୍ମ ଘଟଣାରେ ବିଜେପିକୁ ରାହୁଲଙ୍କ ଜବାବ

You might also like