ବଢ଼ିଲା ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍‌ ଡ୍ୟୁଟି( ଉତ୍ପାଦ ଶୁଳ୍କ) ବୃଦ୍ଧି କରିଛନ୍ତି। ପେଟ୍ରୋଲରେ ଲିଟର ପିଛା ୧୦ ଟଙ୍କା ଏବଂ ଡିଜେଲରେ ଲିଟର ପିଛା ୧୩ ଟଙ୍କା ଏକ୍ସାଇଜ ଡ୍ୟୁଟି ବୃଦ୍ଧି କରିଛନ୍ତି ସରକାର। ଗତକାଲି କେନ୍ଦ୍ର ସରକାର ଏହି ଏକ୍ସାଇଜ ଡ୍ୟୁଟି ବୃଦ୍ଧି କରିଛନ୍ତି।

Central Board of Indirect Taxes and Customs(CBITC) ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁସାରେ, ପେଟ୍ରୋଲରେ ଲିଟର ପିଛା ସ୍ପେଶାଲ୍‌ ଆଡିସ୍‌ନାଲ୍‌ ଏକ୍ସାଇଜ୍‌ ଡ୍ୟୁଟି ୨ଟଙ୍କା ବୃଦ୍ଧି କରାଯାଇଥିବା ବେଳେ ରୋଡ୍‌ ସେସ୍‌ ୮ଟଙ୍କା ବୃଦ୍ଧି କରାଯାଇଛି।

ସେହିପରି ଡିଜେଲରେ ଲିଟର ପିଛା ସ୍ପେଶାଲ୍‌ ଆଡିସ୍‌ନାଲ୍‌ ଏକ୍ସାଇଜ୍‌ ଡ୍ୟୁଟି ୫ଟଙ୍କା ବୃଦ୍ଧି କରାଯାଇଥିବା ବେଳେ ରୋଡ୍‌ ସେସ୍‌ ୮ଟଙ୍କା ବୃଦ୍ଧି କରାଯାଇଛି।

ଏହି ଅତିରିକ୍ତ ଶୁଳ୍କ ବୃଦ୍ଧିକୁ ଅଏଲ୍‌ କମ୍ପାନୀ ଗୁଡ଼ିକ ନିଜେ ବହନ କରିଛନ୍ତି।  ଫଳରେ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିବ ନାହିଁ। ତେଣୁ ଗ୍ରାହକଙ୍କ ଉପରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like