ଆଗାମୀ ଶିକ୍ଷାବର୍ଷରେ କମିବ ପାଠ୍ୟକ୍ରମ !

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାର୍ଚ୍ଚ ମାସରୁ ସ୍କୁଲ ଛୁଟି କରାଯାଇଛି। ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ତେବେ  ଅଗଷ୍ଟ ମାସରେ ବି ସ୍କୁଲ ଖୋଲିବ କି ନାହିଁ ସେ ନେଇ ସନ୍ଦେହ ଦେଖା ଦେଇଛି। ତେଣୁ ପିଲାମାନେ କିପରି ପାଠ ପଢିବେ ଚିନ୍ତାରେ ଅଛନ୍ତି।

ତେବେ ଏହି ଚିନ୍ତା ସାମାନ୍ୟ ହାଲୁକା କରି ଦେଇଛନ୍ତି କେନ୍ଦ୍ର ସରକାର। ଆଗାମୀ ଶିକ୍ଷାବର୍ଷରେ ପାଠ୍ୟକ୍ରମ ହ୍ରାସ ହୋଇପାରେ ବୋଲି ସୂଚନା ଦେଇଛନ୍ତି ସରକାର। ଅଭିଭାବକ ଏବଂ ଶିକ୍ଷକମାନଙ୍କ ଅନୁରୋଧକୁ ନଜରରେ ରଖି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଚାର କରାଯାଉଛି।

ଏ ନେଇ କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏପରିକି ପାଠପଢା ସମୟ ମଧ୍ୟ କମାଯାଇ ପାରେ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନିଜ ଜୀବନକୁ ବାଜିରେ ଲଗାଇ ପାଣି ଭିତରେ ପଶି କୁକୁରର ଜୀବନ ରକ୍ଷା କଲେ ହୋମଗାର୍ଡ

ମନ୍ତ୍ରୀପରିଷଦରୁ ଇସ୍ତଫା ଦେଲେ ହରସିମରତ୍ କୌର୍ ବାଦଲ

ସୀମାରେ ଚୀନ ସେନାର ନୂଆ ଷଡ଼ଯନ୍ତ୍ର

କରୋନା ମୁକାବିଲା ପାଇଁ ଏଇ ସହରରେ ଲାଗୁ ହେଲା ୧୪୪ ଧାରା

ଲଦାଖରେ ୩୦ ମହଲା ଉଚ୍ଚତାରେ ଜଗିଛନ୍ତି ଭାରତୀୟ ଯବାନ, ୯ ଚୀନ୍ ସେନା ପାଇଁ ଜଣେ ଭାରତୀୟ ସେନା ଭାରି ପଡ଼ିବ

You might also like