ଅଗଷ୍ଟ ୨୦ରେ ଚନ୍ଦ୍ର ପରିକ୍ରମା କରିବ ଚନ୍ଦ୍ରଯାନ-୨

ନୂଆଦିଲ୍ଲୀ: ଚନ୍ଦ୍ରଯାନ-୨କୁ ଚନ୍ଦ୍ର ଆଡ଼କୁ ଆଉ ଏକ ପାଦ ଆଗେଇଛି। ଚନ୍ଦ୍ରଯାନ-୨ ଏକ ଗୁରୁତ୍ୱପୂର୍ଣ୍ଣ ସୋପାନରେ ପହଞ୍ଚିବାକୁ ଯାଉଛି । ଆସନ୍ତାକାଲି ଇସ୍ରୋ ପକ୍ଷରୁ ଟ୍ରାନ୍ସ ଲୁନାର ଇଂଜେକସନ ଦ୍ୱାରା ଚନ୍ଦ୍ରଯାନ ୨କୁ ଚନ୍ଦ୍ରର ଆହୁରି ନିକଟତର କରାଯିବ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି।

ଆସନ୍ତା ଅଗଷ୍ଟ ୨୦ ତାରିଖରେ ଏହା ଚନ୍ଦ୍ର ପରିକ୍ରମା ଆରମ୍ଭ କରିବ। ସେପ୍ଟେମ୍ବର ୭ରେ ଲ୍ୟାଣ୍ଡର୍ ବିକ୍ରମ ଓ ରୋଭର୍ ପ୍ରଜ୍ଞାନ ସଫଳତାର ସହ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବା ନେଇ ଆଶାବାଦୀ ଅଛି ଇସ୍ରୋ । ଚନ୍ଦ୍ରଯାନ ୨ର ଯାତ୍ରା ସୂଚୀ ଠିକ ରହିଛି ବୋଲି ଇସ୍ରୋ ଅଧ୍ୟକ୍ଷ କେ. ଶିବାନ କହିଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ

ନୂଆ ଟ୍ରାଫିକ୍‌ ନିୟମ ଓ ଜୋରିମାନାକୁ କେରଳର ନା

ଏୟାରପୋର୍ଟରେ ଚେକିଂ ବେଳେ ବ୍ୟାଗ୍ ଭିତରୁ ମିଳିଲା ୫ ମାସର ଶିଶୁ !

ସେଲିବ୍ରିଟିଙ୍କ ଷ୍ଟାଇଲ୍‌; ପାଖରେ ସବୁବେଳେ ରଖିଥାନ୍ତି ଟୁଥ୍‌ବ୍ରଶ୍‌

ନକଲି ପୁଲିସ ପରିଚୟରେ ୭ ମହିଳାଙ୍କୁ ବିବାହ ଓ ୬ ଜଣଙ୍କ ସହ ଯୌନସମ୍ପର୍କ

ଧର୍ମରୁ ଊର୍ଦ୍ଧ୍ୱରେ ଏଠି ସମ୍ପର୍କ; ବ୍ରାହ୍ମଣ ଦାଦାଙ୍କ ଶେଷକୃତ୍ୟ ସଂପନ୍ନ କଲେ ତିନି ମୁସଲିମ୍ ଭାଇ

ଭାରତ ସୀମାରେ ଚାଇନାର ପରମାଣୁ ଖଚିତ ଯୁଦ୍ଧ ଜାହାଜ

ବାକିରେ କାର୍‌ କିଣିଲେ, ହେଲେ ଋଣ ସୁଝି ପାରିଲେନି ପାକ୍ ମନ୍ତ୍ରୀ

ବୀମା ନ ଥିଲା ବୋଲି ବଳଦ ଗାଡ଼ି ନାଁରେ ଫାଇନ୍‌ କାଟିଲା ପୁଲିସ୍‌

ଫାରୁକ୍ ଅବଦୁଲ୍ଲାଙ୍କ ଅଟକ ନେଇ ଜବାବ ରଖିଲା କେନ୍ଦ୍ର

କର୍ଣ୍ଣାଟକ ଗସ୍ତରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ପରଲୋକରେ ସଞ୍ଜୀବ ଦତ୍ତା

You might also like