ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ହେବ RTI ପରିସରଭୁକ୍ତ

ନୂଆଦିଲ୍ଲୀ: ସୂଚନା ଅଧିକାର ଆଇନ ପରିସରଭୁକ୍ତ ହେବ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ । ଏ ସମ୍ପର୍କିତ ଏକ ମାମଲାର ବିଚାର କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଖଣ୍ଡପୀଠ ଆଜି ଏକ ମାମଲାର ଶୁଣାଣି କରି କହିଛନ୍ତି।

ସୂଚନାକୁ ଅଟକାଇ ବିଚାର ବିଭାଗୀୟ ସ୍ୱାଧୀନତାକୁ ରକ୍ଷା କରାଯାଇପାରିବ ନାହିଁ।  ସୁପ୍ରିମକୋର୍ଟଙ୍କ କେନ୍ଦ୍ରୀୟ ଜନସମ୍ପର୍କ ଅଧିକାରୀଙ୍କ ପକ୍ଷରୁ ଦାଏର ଏକ ମାମଲାର ବିଚାର କରି ଏହା କହିଛନ୍ତି ଖଣ୍ଡପୀଠ।  ଦିଲ୍ଲୀ ହାଇକୋର୍ଟ ୨୦୧୦ରେ ଏକ ମାମଲାର ଶୁଣାଣି କରି କହିଥିଲେ ଯେ, ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ଏକ ସର୍ବସାଧାରଣ କର୍ତ୍ତୃପକ୍ଷ ।

ଏଥିସହ ସେ ଆରଟିଆଇ ଅଧିକାର କର୍ମୀ ଏସ୍‌ସି ଅଗ୍ରଓ୍ୱାଲଙ୍କୁ ସମସ୍ତ ବିଚାରପତିଙ୍କ ସମ୍ପତ୍ତିର ବିସ୍ତୃତ ସୂଚନା ଦେବାକୁ ସୁପ୍ରିମକୋର୍ଟ ମହାସଚିବବଙ୍କୁ ନିର୍ଦ୍ଦେଶ ଦେଇଥିଲେ ।  ଦିଲ୍ଲୀ ହାଇକୋର୍ଟଙ୍କ ଏହି ରାୟକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ କରିଥିଲେ କେନ୍ଦ୍ରୀୟ ଜନସମ୍ପର୍କ ଅଧିକାରୀ।

ଆହୁରି ପଢ଼ନ୍ତୁ

ସିଏଏ ଆଇନ୍‌ ବିରୋଧ ହିଂସା: ପଶ୍ଚିମବଙ୍ଗରେ ୫ ସ୍ଥାନର ଇଣ୍ଟରନେଟ୍ ସେବା ବନ୍ଦ

‘ମିସ୍‌ ୱାର୍ଲଡ’ ମୁକୁଟ; ତୃତୀୟ ସ୍ଥାନରେ ଭାରତୀୟ ସୁନ୍ଦରୀ ସୁମନ୍‌

ଭାଗ୍ୟ ବଦଳାଇଲା ପିଆଜ; ଋଣଗ୍ରସ୍ତ ଚାଷୀ ଏବେ କୋଟିପତି

ଦିଲ୍ଲୀ ମେଟ୍ରୋରେ ଚାକିରି କରିବାକୁ ଚାହୁଁଛନ୍ତି ? ତୁରନ୍ତ କରନ୍ତୁ ଆବେଦନ…

କମିଲା ରିଲାଏନ୍ସ ଜିଓ ଫାଇବରର ନେଟ୍‌ ସ୍ପିଡ୍

ସହିଦ ବାପାଙ୍କ ପ୍ରତିମୂର୍ତ୍ତିକୁ ଜୀବିତ ଭାବି ଚୁମ୍ବନ ଦେଲା କୁନି ଝିଅ

ପିଆଜ ପରେ ବଢ଼ିଲା କ୍ଷୀର ଦର; କେତେ ହେଲା ଜାଣନ୍ତୁ

୫୦୦ ମିଟର ତଳକୁ ଖସିଲା ବସ୍; ୧୨ ମୃତ, ଅନେକ ଆହତ

ଶସ୍ତା ହେଲା ସାମସଙ୍ଗ୍‌ର ଏହି ଫୋନ୍‌

ପାହାଚ ଚଢିବା ବେଳେ ପଡ଼ିଗଲେ ମୋଦି

ବିନା ଟଙ୍କାରେ ଏମିତି ବୁକ୍‌ କରନ୍ତୁ ଟ୍ରେନ୍‌ ଟିକେଟ୍‌

ସିଏଏକୁ ବିରୋଧ: ୫ ଟ୍ରେନ୍‌ ଜାଳିଦେଲେ ବିକ୍ଷୋଭକାରୀ

You might also like