ଘୁଞ୍ଚିଲା ସିଭିଲ ସର୍ଭିସ ପ୍ରିଲିମ୍ ପରୀକ୍ଷା

ନୂଆଦିଲ୍ଲୀ: ଲକଡାଉନ୍ ଅବଧି ବୃଦ୍ଧି କାରଣରୁ ଘୁଞ୍ଚିଲା ସିଭିଲ ସର୍ଭିସ ପ୍ରିଲିମ୍ ପରୀକ୍ଷା। ଆସନ୍ତା ମେ ୩୧ରେ ହେବାକୁ ଥିବା ସିଭିଲ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏନେଇ ୟୁପିଏସ୍‌ସି ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି। ସାରା ଦେଶରେ ଲକ୍‌ଡାଉନ୍ ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା ତାରିଖ ଘୁଞ୍ଚାଇ ଦିଆଯାଇଛି।

ତେବେ ମେ ୨୦ ତାରିଖରେ ଆଉ ଥରେ ଆଲୋଚନା କରି ପରବର୍ତ୍ତୀ ପରୀକ୍ଷା ତାରିଖ ସ୍ଥିର କରାଯିବ ଥିବା ସୂଚନା ଦେଇଛି। ୟୁପିଏସସି ୩୦ ଦିନ ପୂର୍ବରୁ ଧାର୍ଯ୍ୟ ପରୀକ୍ଷା ତାରିଖ ଜଣାଇ ଦିଆଯିବ ବୋଲି UPSC ସୂଚନା ଦେଇଛି। ସେହିଭଳି ଲକଡାଉନ୍ ପାଇଁ ଇଣ୍ଡିଆନ ଫରେଷ୍ଟ ସର୍ଭିସ (IFS) ପରୀକ୍ଷା ମଧ୍ୟ ଘୁଞ୍ଚିଯାଇଛି।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like