ହାର୍ଲି ଡାଭିଡସନ ବାଇକ୍‌ରେ ଜଷ୍ଟିସ ବୋବ୍‌ଡେ

ନୂଆଦିଲ୍ଲୀ: ଏକ ନିଆରା ଅନ୍ଦାଜରେ ଦେଖିବାକୁ ମିଳିଛି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ.ଏ. ବୋବ୍‌ଡେଙ୍କୁ।  ନାଗପୁରରେ ଏକ ଦାମୀ ହାର୍ଲି ଡାଭିଡସନ ବାଇକରେ ବୋବ୍‌ଡେଙ୍କୁ ବସିଥିବା ସେ ଦେଖିବାକୁ ମିଳିଛି । ଏହି ଫଟୋ ସୋସିଆଲ ମିଡିଆରେ  ଭାଇରାଲ ହୋଇଛି।

ସୂଚନାଥାଉ କି, ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ବୋବ୍‌ଡେଙ୍କର ବାଇକ୍ ପ୍ରତି ଅହେତୁକ ଦୁର୍ବଳତା ରହିଛି । ଏହାକୁ ନେଇ ସେ ବିଭିନ୍ନ ସମୟରେ ଗଣମାଧ୍ୟମକୁ ଜଣାଇଛନ୍ତି । ଜଷ୍ଟିସ ବୋବଡେ ଲକଡାଉନ ଯୋଗୁଁ କିଛି ସପ୍ତାହ ହେବ ନାଗପୁରରେ ରହୁଛନ୍ତି। ସେଠାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ମାମଲାର ଶୁଣାଣି କରୁଛନ୍ତି।

ମୁଖ୍ୟ ବିଚାରପତି ହେବା ପୂର୍ବରୁ ସିଜେଆଇ ବୋବଡେ ଏକ ସାକ୍ଷାତକାରରେ କହିଥିଲେ, ବାଇକ୍‌ ତାଙ୍କର ବହୁତ୍‌ ପସନ୍ଦ । ସବୁଠାରୁ ବେଶି ଭଲ ଲାଗେ ବୁଲେଟ୍‌।

ତେବେ ଏଡି ହାର୍ଲି ଡାଭିଡସନ୍‌ ସାଧାରଣତଃ ବାଇକ୍‌ ରେସିଂରେ ବ୍ୟବହାର କରାଯାଇଥାଏ।

 

 

ଆହୁରି ପଢ଼ନ୍ତୁ

ହାଥରସ ଗଣଦୁଷ୍କର୍ମ ମାମଲା; ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟିବାକୁ ଯାଉଛନ୍ତି ପ୍ରିୟଙ୍କା-ରାହୁଲ

ରିୟାଙ୍କ ଘରୁ ମିଳିଲା ଏମିତି ଜିନିଷ, ହୋଇପାରେ ୧୦ ବର୍ଷ ଜେଲ୍‌

ହାଥରସ୍‌ ଘଟଣାର ପୁନରାବୃତ୍ତି: ଦୁଷ୍କର୍ମ ପରେ ମରଣାନ୍ତକ ଆକ୍ରମଣ, ଆଖି ବୁଜିଲେ ଛାତ୍ରୀ

ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଅଡୁଆ ବଢ଼ିଲା: ସମନ କଲା ପୋଲିସ

ଦେଶରେ ୬୨ ଲକ୍ଷ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ନିକଟତର

ବାବ୍ରୀ ମସଜିଦ୍ ରାୟକୁ ନେଇ ପାକିସ୍ତାନ ରଖିଲା ପ୍ରତିକ୍ରିୟା

ହାଥରଶ ଗଣଦୁଷ୍କର୍ମ ଘଟଣା; ADG କହିଲେ, ଜବରଦସ୍ତି ହୋଇନଥିଲା ଅନ୍ତିମ ସଂସ୍କାର

ବାବ୍ରୀ ମସ୍‌ଜିଦ୍ ରାୟ ଶୁଣିବା ପରେ କ’ଣ କହିଲା କଂଗ୍ରେସ ?

ପୀଡିତାଙ୍କ ସହ ଦୁଷ୍କର୍ମ ହୋଇନାହିଁ କି ତାଙ୍କର ଜିଭ କଟାଯାଇ ନାହିଁ -ପୋଲିସ

‘ଜୟ ଶ୍ରୀରାମ’ କହି ରାୟଙ୍କୁ ସ୍ୱାଗତ କଲେ ଆଡଭାନୀ

You might also like