ଦିଲ୍ଲୀର ୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ: ଦିଲ୍ଲୀର ୬ଟି ଲୋକସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କୁ ନର୍ଥ ଇଷ୍ଟ ଦିଲ୍ଲୀ ଆସନରୁ ଦଳ ପ୍ରାର୍ଥୀ କରିଛି।

ଅନ୍ୟପଟେ ବରିଷ୍ଠ ନେତା ଅଜୟ ମାକେନଙ୍କୁ ଦଳ ନୂଆ ଦିଲ୍ଲୀ ଆସନରୁ ପ୍ରାର୍ଥୀ କରିଛି। ସେହିପରି ଜେ.ପି.ଅଗ୍ରଓ୍ୱାଲଙ୍କୁ ଚାନ୍ଦିନୀ ଚୌକ୍, ଅରବିନ୍ଦର ସିଂ ଲଭଲିଙ୍କୁ ଇଷ୍ଟ ଦିଲ୍ଲୀ, ରାଜେଶ ଲିଲୋଥିଆଙ୍କୁ ନର୍ଥ-ୱେଷ୍ଟ ଦିଲ୍ଲୀ ଓ ମହାବଳ ମିଶ୍ରଙ୍କୁ ୱେଷ୍ଟ ଦିଲ୍ଲୀ ଆସନରୁ ଦଳ ପ୍ରାର୍ଥୀ କରିଛି।

ଷଷ୍ଠ ପର୍ଯ୍ୟାୟରେ ଅର୍ଥାତ ମେ’ ୧୨ରେ ଦିଲ୍ଲୀର ସମସ୍ତ ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ।

ଆହୁରି ପଢ଼ନ୍ତୁ

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ଉମା ଭାରତୀଙ୍କୁ କରୋନା

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

You might also like