କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କୁ କରୋନା

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ପୁଅ କାର୍ତ୍ତି ପି. ଚିଦାମ୍ବରମ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ କାର୍ତ୍ତି ଚିଦାମ୍ବରମ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି।

ସାମାନ୍ୟ ଲକ୍ଷଣ ଥିବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ହୋମ୍ କ୍ୱାରେଣ୍ଟିନରେ ରହିଥିବା ସେ କହିଛନ୍ତି। ତାଙ୍କ ସହ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି, ସେମାନଙ୍କୁ ମେଡିକାଲ୍‌ ପ୍ରୋଟ୍‌କଲ୍‌କୁ ଅନୁସରଣ କରିବାକୁ ସେ ଅନୁରୋଧ କରିଛନ୍ତି।

 

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଉମା ଭାରତୀଙ୍କୁ କରୋନା

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like