ଭୋଟ୍‌ ଦେଲେ କଂଗ୍ରେସ ସଭାପତି ରାହୁଲ ଗାନ୍ଧି

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଭୋଟ୍‌ ପାଇଁ ଆଜି ମତଦାନ ହେଉଛି। ଏହି ପର୍ଯ୍ୟାୟରେ ୭ଟି ରାଜ୍ୟର ୫୯ଟି ଲୋକସଭା ଆସନ ପାଇଁ ଭୋଟ୍‌ ହେଉଛି। ଗଣତନ୍ତ୍ରର ଏହି ମହାପର୍ବରେ ସାଧାରଣ ଓ ଭିଆଇପି ଭୋଟର ସାମିଲ ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି।

କଂଗ୍ରେସ ସଭାପତି ରାହୁଲ ଗାନ୍ଧି ମଧ୍ୟ ଆଜି ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ରାହୁଲ, ଔରଙ୍ଗଜେବ୍ ଲେନ୍ ସ୍ଥିତ ଏନ୍‌ପି ସିନିୟର୍ ସେକଣ୍ଡାରୀ ସ୍କୁଲରେ ହୋଇଥିବା ମତଦାନ କେନ୍ଦ୍ରକୁ ଯାଇ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ମତଦାନ ପରେ ପ୍ରତିକ୍ରିୟା ରଖି ଦୁର୍ନୀତି ପ୍ରସଙ୍ଗ ନେଇ ନିର୍ବାଚନ ଲଢ଼ିଥିବା କଥା ଦୋହରାଇଛନ୍ତି ରାହୁଲ।

ଆହୁରି ପଢ଼ନ୍ତୁ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

You might also like