କମୁନି କରୋନା ପ୍ରକୋପ: ଦିନକରେ ୪୪୫ ଜୀବନ ଗଲା

ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଆଜି ସୁଦ୍ଧା ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩,୬୯୯କୁ ବୃଦ୍ଧି ପାଇଲାଣି।  ଗତକାଲି ଗୋଟିଏ ଦିନରେ ୪୪୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏଯାବତ୍ ଦେଶରେ ୪ ଲକ୍ଷ ୨୫ ହଜାର ୨୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୧୪ ହଜାର ୮୨୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ଲକ୍ଷ ୩୭ ହଜାର ୧୯୫ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୭୪ ହଜାର ୩୮୭ଜଣ ଚିକିତ୍ସିତ ହେଉଛନ୍ତି ।

ମହାରାଷ୍ଟ୍ରରେ ସର୍ବାଧିକ ୧ ଲକ୍ଷ ୩୨ ହଜାର ୭୫ ଆକ୍ରାନ୍ତ ହୋଇଥିବା ବେଳେ ୬୧୭୦ଜଣଙ୍କ ମୃତ୍ୟୁ ହୋଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସେହିପରି ତାମିଲନାଡୁ, ଦିଲ୍ଲୀ ଏବଂ ମୁମ୍ବାଇର ସ୍ଥିତି ମଧ୍ୟ ସାଂଘାତିକ। ଦିଲ୍ଲୀରେ ଆଜିସୁଦ୍ଧା୨,୧୭୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫୯,୭୪୬ ଜଣ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ୩୩, ୦୧୩ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି। ଗୁଜରାଟରେ ମୋଟ ୨୭ ହଜାର ୨୬୦ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୯, ୩୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ତାମିଲନାଡୁରେ ୫୯,୩୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୨, ୭୫୪ ଜଣ ସୁସ୍ଥ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ଆସନ୍ତାବର୍ଷ ସୁଦ୍ଧା କମ୍‌ ଦାମ୍‌ରେ ମିଳିବ କରୋନା ଟିକା

ଏହି ରାଜ୍ୟରେ ଅକ୍ଟୋବର ୩୧ ଯାଏ ବଢ଼ିଲା ଲକ୍‌ଡାଉନ୍‌

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

You might also like