ଗତକାଲି ଥିଲା ୨୫ ହଜାର, ଆଜି ୨୬ ହଜାର କରୋନା ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନା ମାମଲା ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୁରୁବାର ପ୍ରଥମ ଥର ପାଇଁ ପ୍ରାୟ ୨୫ ହଜାର ମାମଲା ରୁଜୁ ହୋଇଥିଲା। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୫୦୬ ମାମଲା ସାମ୍ନକୁ ଆସିଛି।  ଏହାକୁ ମିଶାଇ  ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୯୩ ହଜାର ୮୦୨କୁ ଛୁଇଁଛି  |

ଗତ ୨୪  ଘଣ୍ଟା ମଧ୍ୟରେ କରୋନାରେ ୪୮୭  ଲୋକ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ -୧୯ରେ ମୃତକଙ୍କ ସଂଖ୍ୟା ୨୧ ହଜାର ୬୦୪କୁ ବୃଦ୍ଧି ପାଇଛି। ସୂଚନାଥାଉ କି, ସମ୍ପ୍ରତି ଦେଶରେ କରୋନା ଆକ୍ଟିଭ କେସ୍‌ ୨,୭୬,୬୮୫  ଥିବାବେଳେ  ସୁସ୍ଥ ହୋଇ ଫେରିଛନ୍ତି ୪,୯୫,୫୧୨। 

ମହାରାଷ୍ଟ୍ରରେ ସର୍ବାଧିକ ୨ ଲକ୍ଷ ୩୦ ହଜାର ୫୯୯ ଆକ୍ରାନ୍ତଅ ହୋଇଥିବାବେଳେ ୯୬୬୭ଙ୍କର ମୃତ୍ୟୁ ଘଟିଛି। ସେହିପରି ଦିଲ୍ଲୀରେ ୩୨୫୮, ଗୁଜରାଟରେ ୨୦୦୮, ତାମିଲନାଡୁରେ ୧୭୬୫ ଜଣଙ୍କର ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

 

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like