୨୦ ହଜାର ପାର କଲା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୮୨୬

ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦,୧୭୭ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୮୨୬ରେ ପହଞ୍ଚିଛି।

ଆକ୍ରାନ୍ତଙ୍କ ମଧ୍ୟରୁ ୫୯୧୪  ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଉଦବେଗଜନକ ସ୍ଥିତିରେ ଥିବା ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାରରୁ ଅଧିକରେ ପହଞ୍ଚିଛି।

ସେହିପରି ଗୁଜରାଟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାରରୁ ଅଧିକ ସଂକ୍ରମିତ ହୋଇଥିବାବେଳ ଦିଲ୍ଲୀରେ ୨ହଜାରରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି।  

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଉମା ଭାରତୀଙ୍କୁ କରୋନା

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like