୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୦୦୭ ଜଣଙ୍କ ମୃତ୍ୟୁ ଘଟିଛି।  ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର ୭୫ ହୋଇଛି ।

ସେହିପରି ମୃତ୍ୟୁସଂଖ୍ୟା ୪୪ ହଜାର ୩୮୬ ଜଣ ବୋଲି ଜଣାପଡ଼ିଛି । ମୋଟ୍ ସଂକ୍ରମିତଙ୍କ ମଧ୍ୟରୁ ୧୫ ଲକ୍ଷ ୩୫ ହଜାର ୭୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ବିଭିନ୍ନ ହସ୍ପିଟାଲରେ ୬ ଲକ୍ଷ ୩୪ ହଜାର ୯୪୫ ଜଣ ଚିକିତ୍ସାଧିନ ଅଛନ୍ତି ।

ସେପଟେ ସାରା ବିଶ୍ୱରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ଲକ୍ଷ ୩୩ ହଜାର ୩୪୬ରେ ପହଞ୍ଚିଛି । ତେବେ ଅକ୍ରାନ୍ତ ସଂଖ୍ୟା ୨ କୋଟି ୮ ହଜାର ୨୫୫ ଛୁଇଁଛି ।

 

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

You might also like