ଦେଶରେ ୬୫୨ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ କରୋନା ଆକ୍ରାନ୍ତଙ୍କ ଓ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଆଉ ୪୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆଜି ୧୪ ଶହରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୮୫୯ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୬୫୨ରେ ପହଞ୍ଚିଛି। ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଯୋଗୁ ମହାରାଷ୍ଟ୍ର ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

କରୋନା ମୁକାବିଲାକୁ ନେଇ ଆସନ୍ତା ଏପ୍ରିଲ ୨୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଉମା ଭାରତୀଙ୍କୁ କରୋନା

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like