ଦେଶରେ ଦିନକରେ ୯୬,୫୫୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ମାଡ଼ି ଚାଲିଛି କରୋନା । ଗତ ୨୪ ଘଣ୍ଟାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ଦିନକରେ ୯୬,୫୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ୨୪ ଘଣ୍ଟାରେ ୧,୨୦୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୭୬,୨୭୧କୁ ଛୁଇଁଛି।

ଆଜିର ତଥ୍ୟ ଅନୁସାରେ,  ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଲକ୍ଷ ୬୨ ହଜାର ୪୧୫କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଖୁସିର କଥା, ୨୪ ଘଣ୍ଟାରେ ଦେଶରେ ୭୦,୮୮୦ ଜଣ ରୋଗୀ ସୁସ୍ଥ ହୋଇଛନ୍ତି।କରୋନାକୁ ମାତ ଦେଇଥିବା ରୋଗୀଙ୍କ ସଂଖ୍ୟା ୩୫ ଲକ୍ଷ ଟପିଛି। ଦେଶରେ ବର୍ତ୍ତମାନ ସୁସ୍ଥ ହାର ୭୭.୬୪ ରହିଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଉମା ଭାରତୀଙ୍କୁ କରୋନା

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like