୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଚିନ୍ତା କମିବାର ନାଁ ନେଉନାହିଁ। ‌‌‌‌‌‌ଗତ ୨୪ ଘଣ୍ଟାରେ ଦେଶରେ ୯୩ ହଜାର ୩୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ କରୋନା ନେଇଛି ୧ ହଜାର ୨୪୭ ଜୀବନ  ।

ଏହାକୁ ମିଶାଇ  ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮୫,୬୧୯ରେ ପହଞ୍ଚିଛି । ଏଯାବତ୍ ୫୩ ଲକ୍ଷ ୮ ହଜାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୦ ଲକ୍ଷ ୧୩ ହଜାର ୯୬୪ଜଣ ଚିକିତ୍ସିତ ହେଉଥିବାବେଳେ ୪୨ଲକ୍ଷ ୮ ହଜାର ୪୩୧ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୯୫, ୮୮୦ ହଜାର ଲୋକ ସୁସ୍ଥ ହେଲେଣି। ଗୋଟିଏ ଦିନରେ ଏତେ ସଂଖ୍ୟକ ରୋଗୀ ସୁସ୍ଥ ହେବା  ପ୍ରଥମ। ବର୍ତ୍ତମାନ ସୁଦ୍ଧା ଦେଶରେ ରିକଭରି ରେଟ ୭୯.୨୮ ଅଛି। ଏଠାରେ କହିରଖିବୁ, ବର୍ତ୍ତମାନ ସୁଦ୍ଧା ଦେଶରେ ୬,୨୪,୫୪,୨୫୪ ନମୂନା ପରୀକ୍ଷା କରାଯାଇଛି।

 

ଆହୁରି ପଢ଼ନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ରାଜ୍ୟରେ ୨୪ ଘଣ୍ଟାରେ ୧୧  କରୋନା ରୋଗୀଙ୍କ ମୃତ୍ୟୁ

ଖୋର୍ଦ୍ଧାରେ କମୁଛି କରୋନା ସଂକ୍ରମଣ‌, ଦିନକରେ ଚିହ୍ନଟ ହେଲେ ୨୦୦ରୁ କମ୍ ଆକ୍ରାନ୍ତ

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ସୁସ୍ଥ ହେଲେ ୧୯୦୮ କରୋନା ଆକ୍ରାନ୍ତ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ଜୁଲାଇ ସୁଦ୍ଧା ୧୦କୋଟି ଲୋକଙ୍କୁ ମିଳିପାରିବ କରୋନା ଟିକା

କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କୁ କରୋନା

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

You might also like