ଦେଶରେ ୧୮ ଲକ୍ଷ ଟପିଲା କରୋନା ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଗୁରୁତର ହେଉଛି କରୋନା ମହାମାରୀ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୨ ହଜାର ୯୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୭୭୧ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ୩ ହଜାର ୬୯୬ରେ ପହଞ୍ଚିଛି ।

ସେମାନଙ୍କ ମଧ୍ୟରୁ ୫ଲକ୍ଷ ୭୯ ହଜାର ୩୫୭ ଚିକିତ୍ସିତ ହେଉଥିବା ବେଳେ ୧୧ ଲକ୍ଷ ୮୬ ହଜାର ୨୦୩ ଜଣ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ମହାରାଷ୍ଟ୍ରରେ ୪୧୩୨ଜଣଙ୍କ କରୋନା ଜନିତ ମୃତ୍ୟୁ ଘଟିଥିବାବେଳେ ନୂଆଦିଲ୍ଲୀରେ ୪୦୦୪ ଜଣଙ୍କର, କର୍ଣ୍ଣାଟକରେ ୨୪୯୪, ପଶ୍ଚିମବଙ୍ଗରେ ୧୬୭୮, ଉତ୍ତରପ୍ରଦେଶରେ ୧୭୩୦ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

 

ଆହୁରି ପଢ଼ନ୍ତୁ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଉମା ଭାରତୀଙ୍କୁ କରୋନା

You might also like