କରୋନାରେ ବରିଷ୍ଠ କଂଗ୍ରେସ ନେତାଙ୍କ ମୃତ୍ୟୁ

 ଅହମ୍ମଦାବାଦ: ଅହମ୍ମଦାବାଦର ଜଣେ କର୍ପୋରେଟର ତଥା ବରିଷ୍ଠ କଂଗ୍ରେସ ନେତା ବଦ୍‌ରୁଦ୍ଦିନ ଶେଖଙ୍କର ରବିବାର ରାତିରେ କରୋନାରେ ମୃତ୍ୟୁ ଘଟିଛି।  ବଦ୍‌ରୁଦ୍ଦିନ ଗୁଜୁରାଟ କଂଗ୍ରେସରେ ଜଣେ ପୁରୁଖା ନେତା ଓ ପ୍ରବୀଣ ରାଜନୀତିଜ୍ଞ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା।

କିଛି ଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ତାଙ୍କୁ  ହୋମ କ୍ୱାରେଣ୍ଟାଇନରେ ରଖାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯିବାରୁ ତାଙ୍କୁ ପ୍ରାୟ ଏକ ସପ୍ତାହ ତଳେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କଂଗ୍ରେସ ଏମଏଲଏ ଇମ୍ରାନ ଖେଦୱାଲା କରୋନା ଆକ୍ରାନ୍ତ ଚିହ୍ନଟ ହେବାର ଠକ୍‌ ଗୋଟିଏ ପରେ ବଦ୍‌ରୁଦ୍ଦିନଙ୍କ ନମୂନା ପରୀକ୍ଷା କରାଯାଇଥିଲା। ସେ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନର ବରହମପୁରା ୱାର୍ଡର ସେ ପ୍ରତିନିଧିତ୍ୱ କରୁଥିଲେ ଏବଂ ଗୁଜରାଟ କଂଗ୍ରେସର ମୁଖପାତ୍ର ମଧ୍ୟ ଥିଲେ।

ତାଙ୍କ ମୃତ୍ୟୁରେ ରାଜ୍ୟ କଂଗ୍ରେସ  ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି।

 

ଆହୁରି ପଢ଼ନ୍ତୁ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

You might also like