ଦେଶରେ ୬୨ ଲକ୍ଷ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ନିକଟତର

ନୂଆଦିଲ୍ଲୀ: ଦେଶରେ ୬୨ ଲକ୍ଷ ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ  ୮୦,୪୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ଲକ୍ଷ ୨୫ ହଜାର ୭୬୪କୁ ବୃଦ୍ଧି ପାଇଛି। ସେହିପରି ଗୋଟିଏ ଦିନରେ ୧୧୭୯ ଜଣଙ୍କ ମୃତ୍ୟୁ ହୋଇଛି। ଦେଶରେ ମୋଟ୍ ମୃତ୍ୟୁ ସଂଖ୍ୟା ୯୭ ହଜାର ୪୯୭କୁ ବୃଦ୍ଧି ପାଇଛି।

ଏବେ ଦେଶରେ ମୋଟ୍ ଆକ୍ଟିଭ୍ କେସ୍ ୯ ଲକ୍ଷ ୪୦ ହଜାର ୪୪୧ ଜଣ ଥିବା ବେଳେ ୫୧ ଲକ୍ଷ ୮୭ ହଜାର ୮୨୬ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଏପର୍ଯ୍ୟନ୍ତ ଦେଶରେ ୭,୪୧,୯୬, ୭୨୯ଟି ନମୁନା ପରୀକ୍ଷା କରାଯାଇଛି। କେବଳ ସେପ୍ଟେମ୍ବର ୨୯ରେ ୧୦, ୮୬, ୬୮୮ଟି ନମୁନା ପରୀକ୍ଷା କରାଯାଇଛିଥିବା ସ୍ୱାସ୍ଥ୍ୟମନ୍ତ୍ରାଳୟ କହିଛି।

ଆହୁରି ପଢ଼ନ୍ତୁ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

You might also like