ଭାରତର ପ୍ରଥମ କୋଭିଡ୍-୧୯ ଭ୍ୟାକ୍ସିନ୍ ପରୀକ୍ଷା ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ: ଦେଶର ପ୍ରଥମ କରୋନା ଟିକା କୋଭାକ୍ସିନକୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆଡିସିଜିଆଇର ମଂଜୁରୀ ମିଳିଛି। ଭାରତ ବାୟୋଟେକ୍ ପକ୍ଷରୁ ପ୍ରସ୍ତୁତ ହୋଇଥିବା କୋଭାକ୍ସିନର ଫେଜ୍୧ ଓ ଫେଜ୍୨ କ୍ଲିନିକାଲ୍ ଟାଏଲ ପାଇଁ ଡିସିଜିଆଇ ମଂଜୁରୀ ଦେଇଥିବା ଜଣାପଡ଼ିଛି।

 

ଜୁଲାଇ ମାସରେ ଦେଶବ୍ୟାପୀ ଏହାର କ୍ଲିନିକାଲ୍ ଟ୍ରାଏଲ କରାଯିବାକୁ ନିର୍ଦ୍ଧାରିତ ହୋଇଛି। ଆଇସିଏମ୍ଆର୍, ନେସନାଲ୍ ଇନଷ୍ଟିଟ୍ୟୁଟ୍ ଅଫ୍ ଭାଇରୋଲୋଜିଏନ୍ଆଇଭି ସହ ମିଳିତ ଉଦ୍ୟମରେ ଭାରତ ବାୟୋଟେକ୍ କୋଭାକ୍ସିନ ପ୍ରସ୍ତୁତ କରିଛି। ଏନ୍ଆଇଭିରେ ଏହାର ଗବେଷଣା ପରେ ଭାରତ ବାୟୋଟେକ୍‌କୁ ଟିକା ପ୍ରସ୍ତୁତ ପାଇଁ ଜ୍ଞାନକୌଶଳ ଦିଆଯାଇଥିଲା।

ତେବେ ସଂପୂର୍ଣ୍ଣ ଭାରତୀୟ ଜ୍ଞାନକୌଶଳରେ ଭାରତ ବାୟୋଟେକ୍ ଏହି ଟିକା ପ୍ରସ୍ତୁତ କରିଛି। ତେବେ କରୋନା ପାଇଁ ଟିକା ବାହାର କରିବା ଲାଗି ବିଶ୍ୱର ଅନେକ ଫାର୍ମା କଂପାନି ଉଦ୍ୟମରତ। ହେଲେ ଏଯାଏ କାହାକୁ ସଫଳତା ମିଳିନାହିଁ। ତେବେ ରଏଟରରେ ପ୍ରକାଶିତ ରିପୋର୍ଟ ଅନୁସାରେ ଚୀନ୍ ମିଲିଟାରୀ ଗବେଷଣା ସଂସ୍ଥା ପକ୍ଷରୁ ପ୍ରସ୍ତୁତ କରୋନା ଭାକସିନ ପ୍ରୟୋଗ ଲାଗି ସବୁଜ ସଂକେତ ପାଇଛି।

ଆହୁରି ପଢ଼ନ୍ତୁ

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

You might also like