ଦେଶରେ ୬ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ:ଦେଶରେ ବେକାବୁ ସ୍ଥିତିରେ ପହଞ୍ଚିଲାଣି କରୋନା। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ଟପିଲା । ଗତ ୨୪ ଘଣ୍ଟାରେ ୧୯ ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣଙ୍କ ମୃତ୍ୟୁ ହୋଇଛି ଏଥିସହ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪ ହଜାର ୬୪୧କୁ ବୃଦ୍ଧି ପାଇଛି ।

ଏଯାବତ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭, ୮୩୪ରେ ପହଞ୍ଚିଛି । ୨ଲକ୍ଷ ୨୬ ହଜାର ୯୪୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୩ଲକ୍ଷ ୫୯ ହଜାର ୮୬୦ଜଣ ସୁସ୍ଥ ହୋଇଛନ୍ତି ।

ମହାରାଷ୍ଟ୍ରରେ ସର୍ବାଧିକ ୧ଲକ୍ଷ ୮୦ହଜାର ୨୯୮ ଆକ୍ରାନ୍ତ ହୋଇଥିବା ବେଳେ ୮୦୫୩ ମୃତ୍ୟୁ ହୋଇଛି । ଦିଲ୍ଲୀରେ ୨୮୦୩, ଗୁଜରାଟରେ ୧୮୬୭, ତାମିଲନାଡୁରେ ୧୨୬୪ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

 

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ଏକ ମାସର ଶିଶୁ ଦେଲା କରୋନାକୁ ମାତ୍‌, ମା’ କ୍ଷୀରକୁ ଡାକ୍ତର କଲେ ଅସ୍ତ୍ର

ଓଡ଼ିଶାରେ କରୋନା ନେଲା ଆଉ ୧୪ ଜୀବନ

ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

କରୋନା ମୃତ୍ୟୁ ପଞ୍ଝାରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା

କଟକ ସହରରୁ ୧୨୨ ପଜିଟିଭ ଚିହ୍ନଟ

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୫୪୩ ଆକ୍ରାନ୍ତ

ଚିନ୍ତା ବଢାଉଛି କଟକର ୩ ଅଞ୍ଚଳ, ଖୋଲିବ ଆଉ ଏକ କୋଭିଡ୍ ହସ୍ପିଟାଲ

ରାଜଧାନୀରୁ ୧୬୬ କରୋନା ପଜିଟିଭ ଚିହ୍ନଟ, ୬୮ ଲୋକାଲ କେସ୍

ଯୁବକଙ୍କ ମୃତ୍ୟୁ ପରେ ଡାକ୍ତରଙ୍କୁ ମାଡ଼ ମାରିବା ଘଟଣାରେ ୫ ଅଟକ

କୋଭିଡ୍ ପରିଚାଳନାରେ ବଡ଼ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଲେ ଅପରାଜିତା

You might also like