N95 ମାସ୍କ ବ୍ୟବହାରକୁ ନେଇ କେନ୍ଦ୍ରର କଟକଣା

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାଲଭ୍ ଥିବା N95 ମାସ୍କ ବ୍ୟବହାର ଉପରେ କଟକଣା କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ପ୍ରଫେସର ରାଜୀବ ଗର୍ଗ ସବୁ ରାଜ୍ୟକୁ ଜଣାଇଛନ୍ତି।  ସାଧାରଣ ଲୋକ ଠିକରେ N95 ମାସ୍କ ବ୍ୟବହାର କରୁନାହାନ୍ତି। ଏଥିଯୋଗୁଁ  କରୋନା ସଂକ୍ରମଣ ରୋକିବାକୁ ନିଆଯାଉଥିବା ପଦକ୍ଷେପ ଫଳପ୍ରଦ ହେଉନାହିଁ। ସଂକ୍ରମିତ ଠାରୁ ଭଲଭେଡ୍‌ ଦେଇ ଭୂତାଣୁ ବାହାରିଯିବା ସମ୍ଭାବନା ରହିଛି। ତେଣୁ N95 ବ୍ୟବହାର ନକରି ଘର ତିଆରି କପଡ଼ା ମାସ୍କ ବ୍ୟବହାର ପାଇଁ କୁହାଯାଇଛି।

ଗତ ଏପ୍ରିଲମାସରେ କେନ୍ଦ୍ର ସରକାର ହମ୍‌ ମେଡ୍‌ ମାସ୍କ ବ୍ୟବହାର କରିବା ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଥିଲେ। ପଦାକୁ ଗୋଡ଼ କାଢ଼ିଲାମାନେ ମାସ୍କ ପିନ୍ଧିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଥିଲା। ଏଥିସହିତ ଏହାକୁ ବ୍ୟବହାର କରିସାରିବା ପରେ ଶାବୁନ ଓ ଗରମ ପାଣିରେ ଧୋଇବାକୁ ମଧ୍ୟ ପରାମର୍ଶ ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

You might also like