ଡିପ୍‌ ଡିପ୍ରେସନ୍‌ର ରୂପ ନେଲା ଲଘୁଚାପ

ନୂଆଦିଲ୍ଲୀ: ଭାରତ ମହାସାଗର ଓ ଏହାର ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି। ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ।

୩୦ ତାରିଖ ସଂଧ୍ୟାରେ ଏହି ବାତ୍ୟା ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ତେବେ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।

ଅନ୍ୟପକ୍ଷେ, ଘରୋଇ ପାଣିପାଗ ସଂସ୍ଥା ଅ୍ରାକ୍ୟୁ ୱେଦର୍‌ ଅନୁମାନ କରିଛି ଯେ, ଏହି ବାତ୍ୟାର ପ୍ରଭାବ ସମ୍ପୂର୍ଣ୍ଣ ଭାରତ ପୂର୍ବ ଉପକୂଳରେ ପଡ଼ିବ।  ତେବେ ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ି ନ ପାରେ।

ଆହୁରି ପଢ଼ନ୍ତୁ

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ଉମା ଭାରତୀଙ୍କୁ କରୋନା

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

You might also like