ଖୁସିରେ କେକ୍ କାଟିଲା ଜିଲ୍ଲା ପୋଲିସ୍

ଦନ୍ତେଓ୍ୱାଡ଼ା: ଭୁଶୁଡୁଛି ଲାଲ୍‌ଗଡ଼। ଛତିଶଗଡ଼ ଦନ୍ତେଓ୍ୱାଡ଼ାରେ ଏପର୍ଯ୍ୟନ୍ତ ୨୦୦ ମାଓବାଦୀଙ୍କ ଆତ୍ମସମର୍ପଣ ପରେ ଖୁସିରେ କେକ୍ କାଟିଲା ଜିଲ୍ଲା ପୋଲିସ୍।

ଆଜି ସିଆର୍‌ପିଏଫ୍ ଡିଆଇଜି ଓ ଦନ୍ତେଓ୍ୱାଡ଼ା ପୋଲିସ ଆଗରେ ୩ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିବା ପରେ ପୋଲିସ ଏଭଳି ଢଙ୍ଗରେ ଖୁସି ଜାହିର କରିଛି।

ଏହି ତିନି ମାଓବାଦୀଙ୍କ ମୁଣ୍ଡରେ ଲକ୍ଷେ ଟଙ୍କା ଲେଖାଏଁ ପୁରସ୍କାର ରାଶି ଥିଲା। ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ହେଲେ ନନ୍ଦା ରାମ ସୋଢି, ଜୋଟେଲ ମରକାମ, ରଂଜିସ ମୁଚାକି।

ତେବେ ଆତ୍ମସମର୍ପଣ କରିଥିବା ୩ ମାଓବାଦୀଙ୍କ ଥଇଥାନ ପାଇଁ ସମସ୍ତ ସାହାଯ୍ୟ ସହଯୋଗ ରାଜ୍ୟ ସରକାର କରିବେ ବୋଲି ଦନ୍ତେଓ୍ୱାଡା ଏସ୍‌ପି କହିଛନ୍ତି।

ଆହୁରି ପଢ଼ନ୍ତୁ

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

ଆଜି ଭାରତ ବନ୍ଦ: ସକାଳୁ ସକାଳୁ ପିକେଟିଂ, ରାସ୍ତାରୋକ

ଆର୍‌ଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ନାଁରେ ସାଂଘାତିକ ଅଭିଯୋଗ

You might also like