ନିଲାମ ହେଲା ଦାଉଦ୍‌ ଇବ୍ରାହିମ୍‌ର‌ ସମ୍ପତ୍ତି

ମୁମ୍ବାଇ: ମୋଷ୍ଟ୍‌ ୱାଣ୍ଟେଡ୍‌ ଅଣ୍ଡର୍‌ ୱାର୍ଲଡ୍‌ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ର ସମ୍ପତ୍ତି ନିଲାମ ହୋଇଛି। ଦାଉଦ୍ର ମହାରାଷ୍ଟ୍ର ରତ୍ନଗିରିରେ ଥିବା ଦାଉଦର ୬ଟି ସମ୍ପତ୍ତିର ଇ-ନିଲାମ ହୋଇଛି। ପାଖାପାଖି ୨୩ ଲକ୍ଷ ଟଙ୍କାରେ ଏହି ସମ୍ପତ୍ତି ନିଲାମ ହୋଇଛି।

ସ୍ମଗଲର୍ସ ଆଣ୍ଡ୍ ଫରେନ ଏକ୍ସଚେଞ୍ଜ ମାନିପୁଲେଟର୍ସ (Forfeiture of Property) ଆକ୍ଟ (SAFEMA) ଅନୁଯାୟୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ସମ୍ପତ୍ତି ନିଲାମ କରାଯାଇଛି।

ଏହି ନିଲାମୀରେ ଦାଉଦର ୪ଟି ସମ୍ପତ୍ତିକୁ ଦିଲ୍ଲୀର ଆଇନଜୀବୀ ଭୂପେନ୍ଦ୍ର ଭରଦ୍ୱାଜ କିଣିଛନ୍ତି। ସେହିଭଳି ଆଉ ୨ଟି ସମ୍ପତ୍ତିକୁ କିଣିଛନ୍ତି ଆଡଭୋକେଟ୍ ଅଜୟ ଶ୍ରୀବାସ୍ତବ।

ଆହୁରି ପଢ଼ନ୍ତୁ

ଦେଶବ୍ୟାପୀ ଆରଟିପିସିଆର ଟେଷ୍ଟର ସମାନ ମୂଲ୍ୟ ଧାର୍ଯ୍ୟ କର: ସୁପ୍ରିମ୍‌କୋର୍ଟ

ବ୍ୟାଙ୍କ୍‌ ନୋଟ୍‌ ଦ୍ୱାରା ବ୍ୟାପିବ କି କରୋନା ସଂକ୍ରମଣ ? ସାମ୍ନାକୁ ଆସିଲା ନୂଆ ତଥ୍ୟ

ଭୀଷଣ ବାତ୍ୟାର ରୂପ ନେଇ ଆଜି ଲ୍ୟାଣ୍ଡଫଲ୍‌ କରିପାରେ ‘ନିଭାର’, ହାଇ ଆଲର୍ଟ ଜାରି

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ

ଖୁବ୍‌ ଶୀଘ୍ର ବଜାରରେ ଉପଲବ୍ଧ ହେବ ‘ସ୍ପୁଟନିକ୍-ଭି’

ଜୀବନକୁ ବାଜି ଲଗାଇ ଚାରି ଜଣଙ୍କୁ ବଞ୍ଚାଇଲା ଗର୍ଭବତୀ କୁକୁର

ଶକ୍ତି ଗୋଟାଉଛି ନିଭାର, ୧୨୦ କିଲୋମିଟର ବେଗରେ ବହିବ ପବନ

ପୁଣି ୪୩ ଚାଇନିଜ୍ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର

କରୋନା ଟିକା ନେଇ କ’ଣ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ?

ହଠାତ୍‌ ଲାଲ୍‌ ହୋଇଗଲା ନଦୀର ପାଣି, ଦୋଷୀକୁ ଧରାଇ ଦେଲେ ମିଳିବ ପୁରସ୍କାର

ସୋନୁ ସୁଦ୍‌ଙ୍କର ଅଜବ୍‌ ଫ୍ୟାନ୍‌, ଦେଖା କରିବାକୁ ସାଇକେଲ୍‌ରେ ବିହାରରୁ ମୁମ୍ୱାଇ ଯାତ୍ରା କରିବେ

ମାଓବାଦୀଙ୍କ ହାତକୁ ସୁରକ୍ଷାକର୍ମୀଙ୍କ ବନ୍ଧୁକ ଆସିଲା କେମିତି ?

You might also like