ପାକିସ୍ତାନକୁ ରାଜନାଥଙ୍କର ଚରମବାଣୀ

ନୂଆଦିଲ୍ଲୀ: ପାକିସ୍ତାନକୁ ପୁଣି ଚରମବାଣୀ ଶୁଣାଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। କାଶ୍ମୀର କେବେ ପାକିସ୍ତାନର ଥିଲା ଯେ ସେ ଏଥିପାଇଁ ପ୍ରଳାପ କରୁଛି ବୋଲି ପ୍ରଶ୍ନ କରିଛନ୍ତି ରାଜନାଥ।

ଲଦାଖ ଗସ୍ତ ଅବସରରେ ଆଜି ରାଜନାଥ କହିଛନ୍ତି, ପଡ଼ୋଶୀ ଭାବେ ପାକିସ୍ତାନକୁ ଆମେ ସମ୍ମାନ ଦେଉଛୁ। କିନ୍ତୁ କାଶ୍ମୀର ଉପରେ ପାକିସ୍ତାନର କୌଣସି ଅଧିକାର ନାହିଁ ବୋଲି ଚେତାଇ ଦେଇଛନ୍ତି ରାଜ୍‌ନାଥ।

କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ଏବଂ ଲଦାଖକୁ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ଘୋଷଣା କରିବା ପରେ ରାଜନାଥଙ୍କ ଏହା ପ୍ରଥମ ଲଦାଖ ଗସ୍ତ। ରାଜନାଥ ଆଜି ଲେହଠାରେ ପହଞ୍ଚି ‘କିଶାନ, ଯୱାନ ବିଜ୍ଞାନ ମେଳା’ ଉଦ୍‌ଘାଟନ କରିଥିଲେ। ଡିଆରଡିଓ ପକ୍ଷରୁ ଏହି ମେଳା ଆୟୋଜିତ ହୋଇଥିଲା।

ଗସ୍ତ ଅବସରରେ ରାଜନାଥ ଲଦାଖରେ ସେନାର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ

ସିଏଏକୁ ନେଇ ମୋହନ ଭାଗବତଙ୍କ ମନ୍ତବ୍ୟରେ କଡ଼ା ପ୍ରତିକ୍ରିୟା ରଖିଲେ ଅସଦୁଦ୍ଦିନ ଓୱେସୀ

ବାଃ କୋଭିଡ୍‌ ଯୋଦ୍ଧା, ଅସୁସ୍ଥ କରୋନା ରୋଗୀଙ୍କୁ ଅଧକିଲୋମିଟର ପିଠିରେ ବୋହି ଆମ୍ବୁଲାନ୍ସରେ ବସାଇଲେ

ହାଥରସ୍ ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତକାରୀ ଅଧିକାରୀ ପତ୍ନୀଙ୍କ ଆତ୍ମହତ୍ୟା

ବିହାର ଲୋକେ ନୀତୀଶଙ୍କ ଉପରେ କେବଳ ରାଗୁ ନାହାନ୍ତି, ତାଙ୍କୁ ଘୃଣା ବି କରୁଛନ୍ତି; ତେଜସ୍ୱୀ ଯାଦବ

ରେଳବାଇର କୋଭିଡ୍‌ କେୟାର କୋଚ୍‌ରେ ମହାରାଷ୍ଟ୍ରର ଜଣେ ବି ରୋଗୀ ଆଡ୍‌ମିଶନ ହୋଇ ନାହାନ୍ତି

ଏପଟେ ପୂଜା ସେପଟେ ପତ୍ନୀଙ୍କୁ ହତ୍ୟା ! ପୂଜା ଘର ଭିତରୁ ମିଳିଲା ମୃତଦେହ

ଜେଡିଆର୍‌ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା ଘଟଣାରେ ବଡ଼ ଖୁଲାସା

‘ଭାରତର କଡ଼ା ଜବାବରେ ଭୟଭୀତ ଚାଇନା’

ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ମନ କି ବାତ୍‌: ଯବାନଙ୍କ ପାଇଁ ଦୀପ ଜାଳିବାକୁ କହିଲେ ପ୍ରଧାନମନ୍ତ୍ରୀ

ପରଲୋକରେ ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସ ଚେୟାରମ୍ୟାନ୍

ପଞ୍ଜାବ ଦୁଷ୍କର୍ମ ଘଟଣାରେ ବିଜେପିକୁ ରାହୁଲଙ୍କ ଜବାବ

You might also like