କୁନି ଶିଶୁର କଥା ମାନିଲେ ଅଭିଜ୍ଞ ଡାକ୍ତର; ପ୍ରଥମେ କଣ୍ଢେଇ ଓ ପରେ ଶିଶୁର ବ୍ୟାଣ୍ଡେଜ୍ କଲେ

ନୂଆଦିଲ୍ଲୀ: କୁନି ଶିଶୁର କଥା ମାନି କଣ୍ଢେଇର ଚିକିତ୍ସା କଲେ ଡାକ୍ତର। ବଡ଼ ଡାକ୍ତରଖାନାର ଅଭିଜ୍ଞ ଡାକ୍ତର କୁନି ଶିଶୁର କଥା ମାନିଲେ। ଶିଶୁଟିର କହିବାନୁସାରେ ଡାକ୍ତର ପ୍ରଥମେ ପ୍ରିୟ କଣ୍ଢେଇର ବ୍ୟାଣ୍ଡେଜ କଲେ ଏବଂ ପରେ ଅସୁସ୍ଥ କୁନି ଶିଶୁର ବ୍ୟାଣ୍ଡେଜ୍ ହେଲା।

ଏପରି ଘଟଣାକୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା। ଘଟଣା ଘଟିଛି ଦିଲ୍ଲୀର ଲୋକନାୟକ ହସ୍ପିଟାଲରେ। ଚିକିତ୍ସା ପାଇଁ ଅଣାଯାଇଥିବା ୧୧ ମାସର  କୁନି ଶିଶୁକନ୍ୟାର ଗୋଡ଼ରେ ପ୍ଲାଷ୍ଟର ଲଗାଯିବାର ଥିଲା। କିନ୍ତୁ କୁନି ଶିଶୁ  ଜିକାରାର ଏକା ଜିଦ୍ ପ୍ରଥମେ ତାର ପ୍ରିୟ କଣ୍ଢେଇ ଗୋଡ଼ରେ ପ୍ଲାଷ୍ଟର ହେବ, ତା ପରେ ଯାଇ ତାର ହେବ।  ଶେଷରେ ଶିଶୁର ମାଆ ଘରୁ କଣ୍ଢେଇ ଆଣିଥିଲେ ଏବଂ ଡାକ୍ତର ଶିଶୁକନ୍ୟାର ଚିକିତ୍ସା କରିଥିଲେ।

ଆହୁରି ପଢ଼ନ୍ତୁ

‘ଭାରତ ଉପରେ ଆଖି ପକାଇଲେ ଉଚିତ୍ ଜବାବ ଦେବୁ’

କ୍ଷଣିକ ଭିତରେ ହୋଇଗଲା ଛାରଖାର…ମାଟିରେ ମିଶିଗଲା ସବୁକିଛି

ରାସ୍ତା ଉପରେ ଆଇଟିବିପି ସେନାଙ୍କୁ ସାଲ୍ୟୁଟ୍‌ ମାରୁଥିବା ପିଲାକୁ ଅଢେଇ ଲକ୍ଷ ଟଙ୍କା ଦେଲେ ବିଜେପି ସାଂସଦ

ଭୂମିକମ୍ପ ଓ ସୁନାମିରେ ୧୭ ମୃତ, ୭୦୦ରୁ ଅଧିକ ଆହତ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

You might also like