ମେଡିକାଲରେ ଭର୍ତ୍ତି ହେଲେ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଏପରି ସମୟରେ ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଗତକାଲି ରାତିରେ ରାଜୀବ ଗାନ୍ଧୀ ସୁପର ସ୍ପେସାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅତ୍ୟଧିକ ଜ୍ୱର ସହ  ନିଃଶ୍ୱାସ ନେବାରେ ତାଙ୍କୁ ଅସୁବିଧା ହେଉଛି ।  ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ରଙ୍କର ଆଜି କରୋନା ପରୀକ୍ଷା କରାଯିବ।

ଏ ନେଇ ନିଜେ ସ୍ୱାସ୍ଥ୍ୟମନ୍ତ୍ରୀ ଟ୍ୱିଟ କରି ସୂଚନା ଦେଇଛନ୍ତି।

ସୂଚନାଥାଉ କି,  ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୧୬୪୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି। ମୃତ୍ୟୁ ସଂଖ୍ୟା ୭୩। ଦିଲ୍ଲୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨୮୨୯। ସେଥିମଧ୍ୟରୁ ୬୦୪ ଜଣ ସୁସ୍ଥ ଥିବାବେଳେ  ୧୬୪୨୭ ରୋଗୀଙ୍କୁ ଚିକିତ୍ସା ପରେ ଡିସଚାର୍ଜ କରାଯାଇଛି।

ଆହୁରି ପଢ଼ନ୍ତୁ

ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଅଡୁଆ ବଢ଼ିଲା: ସମନ କଲା ପୋଲିସ

ଦେଶରେ ୬୨ ଲକ୍ଷ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ନିକଟତର

ବାବ୍ରୀ ମସଜିଦ୍ ରାୟକୁ ନେଇ ପାକିସ୍ତାନ ରଖିଲା ପ୍ରତିକ୍ରିୟା

ହାଥରଶ ଗଣଦୁଷ୍କର୍ମ ଘଟଣା; ADG କହିଲେ, ଜବରଦସ୍ତି ହୋଇନଥିଲା ଅନ୍ତିମ ସଂସ୍କାର

ବାବ୍ରୀ ମସ୍‌ଜିଦ୍ ରାୟ ଶୁଣିବା ପରେ କ’ଣ କହିଲା କଂଗ୍ରେସ ?

ପୀଡିତାଙ୍କ ସହ ଦୁଷ୍କର୍ମ ହୋଇନାହିଁ କି ତାଙ୍କର ଜିଭ କଟାଯାଇ ନାହିଁ -ପୋଲିସ

‘ଜୟ ଶ୍ରୀରାମ’ କହି ରାୟଙ୍କୁ ସ୍ୱାଗତ କଲେ ଆଡଭାନୀ

ଅପରାଧର ବର୍ଷ ୨୦୧୯: ପ୍ରତ୍ୟେକ ଦିନ ୮୭ଟି ଦୁଷ୍କର୍ମ ମାମଲା ରେକର୍ଡ

ଅସହାୟଙ୍କ ସାହା ପାଲଟିଥିବା ସୋନୁ ସୁଦ୍‌ଙ୍କୁ ସମ୍ମାନିତ କଲା ଜାତିସଂଘ

୨ ବର୍ଷ ତଳେ ନିଖୋଜ ଥିଲେ ମହିଳା, ଜୀବିତ ଅବସ୍ଥାରେ ସମୁଦ୍ରରୁ ଉଦ୍ଧାର ହେଲେ

You might also like