ଦିନ ୧୧ଟାରେ ମାଡି ଆସିଲା ରାତି ! ବର୍ଷା ସାଙ୍ଗକୁ କୁଆପଥର ମାଡ଼

ନୂଆଦିଲ୍ଲୀ:ରାଜଧାନୀ ଦିଲ୍ଲୀ ଓ NCRରେ ଆଜି ହଠାତ ପାଗ ବଦଳି ଯାଇଥିଲା। କେଉଁଠି ଥିଲା କେଜାଣି ହଠାତ୍‌ ଧୂଳିଝଡ଼ ସହ ବର୍ଷା ମାଡ଼ି ଆସିଲା। ଗୋଟିଏ ମୁହୂର୍ତ୍ତ ପାଇଁ ଲାଗିଲା ଯେମିତି ରାତି ଆସିଗଲା  କି !

ଆଜି ପୂର୍ବାହ୍ନ ୧୧ ଟାରେ ଦିଲ୍ଲୀ ଓ ଏହାର ଆଖପାଖ ଇଲାକାର ପାଗ ହଠାତ୍‌ ବଦଳି ଯାଇଥିଲା।  ଅନ୍ଧାର ‌ମାଡ଼ି ଆସିବା ସହ ରାସ୍ତାଘାଟ କିଛି ଦେଖା ଯାଇ ନ ଥିଲା। ଚାରିଆଡେ ଧୂଳି ଉଡିବାକୁ ଲାଗିଲା। ପରେ ବର୍ଷା ମଧ୍ୟ ହୋଇଥିଲା। କୁଆପଥର ମାଡ଼ ହୋଇଥିଲା ।

ବର୍ଷା ଯୋଗୁଁ ଦିଲ୍ଲୀ-ଏନ୍ସିଆରରେ ତାପମାତ୍ରା ହ୍ରାସ ପାଇଛି । ଧୂଳି ଝଡ଼ ପରେ ପରେ କଳା ବାଦଲ ଘୋଟି ଆସିବାରୁ ରାତି ଭଳି ଅନୁଭୂତ ହୋଇଥିଲା । ପଶ୍ଚିମ ଦିଗରୁ ବାୟୁ ପ୍ରବାହ ଯୋଗୁଁ ଧୂଳିଝଡ଼ ହୋଇଛି ବୋଲି କୁହାଯାଇଛି।

ଏଥିଯୋଗୁ ଦିଲ୍ଲୀ, ଗୁରୁଗ୍ରାମ, ଗାଜିଆବାଦ ଓ ନୋଏଡ଼ା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆସନ୍ତା ୩ ଦିନ ଯାଏ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

 

ଆହୁରି ପଢ଼ନ୍ତୁ

ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଅଡୁଆ ବଢ଼ିଲା: ସମନ କଲା ପୋଲିସ

ଦେଶରେ ୬୨ ଲକ୍ଷ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ନିକଟତର

ବାବ୍ରୀ ମସଜିଦ୍ ରାୟକୁ ନେଇ ପାକିସ୍ତାନ ରଖିଲା ପ୍ରତିକ୍ରିୟା

ହାଥରଶ ଗଣଦୁଷ୍କର୍ମ ଘଟଣା; ADG କହିଲେ, ଜବରଦସ୍ତି ହୋଇନଥିଲା ଅନ୍ତିମ ସଂସ୍କାର

ବାବ୍ରୀ ମସ୍‌ଜିଦ୍ ରାୟ ଶୁଣିବା ପରେ କ’ଣ କହିଲା କଂଗ୍ରେସ ?

ପୀଡିତାଙ୍କ ସହ ଦୁଷ୍କର୍ମ ହୋଇନାହିଁ କି ତାଙ୍କର ଜିଭ କଟାଯାଇ ନାହିଁ -ପୋଲିସ

‘ଜୟ ଶ୍ରୀରାମ’ କହି ରାୟଙ୍କୁ ସ୍ୱାଗତ କଲେ ଆଡଭାନୀ

ଅପରାଧର ବର୍ଷ ୨୦୧୯: ପ୍ରତ୍ୟେକ ଦିନ ୮୭ଟି ଦୁଷ୍କର୍ମ ମାମଲା ରେକର୍ଡ

ଅସହାୟଙ୍କ ସାହା ପାଲଟିଥିବା ସୋନୁ ସୁଦ୍‌ଙ୍କୁ ସମ୍ମାନିତ କଲା ଜାତିସଂଘ

୨ ବର୍ଷ ତଳେ ନିଖୋଜ ଥିଲେ ମହିଳା, ଜୀବିତ ଅବସ୍ଥାରେ ସମୁଦ୍ରରୁ ଉଦ୍ଧାର ହେଲେ

You might also like